ଖୋର୍ଦ୍ଧାରୁ ଜବତ ହେଲା ଗଞ୍ଜେଇ, ଜଣେ ଗିରଫ
ଭୁବନେଶ୍ୱର: ଖୋର୍ଦ୍ଧାସ୍ଥିତ ଅସରଲା ଗ୍ରାମରେ ଅବକାରୀ ବିଭାଗ ଚଢାଉ କରି ପ୍ରାୟ ୩୦ କେଜି ଓଜନର ଗଞ୍ଜେଇ ଜବତ କରିଛି।
ଏହି ଘଟଣାରେ ସମ୍ପୃକ୍ତି ଥିବା ନେଇ ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଜଣଙ୍କୁ ଗିରଫ କରାଯାଇଛି ।
ମିଳିଥିବା ସୂଚନାନୁଯାୟୀ ଚଢ଼ାଉ ବେଳେ ତାଙ୍କ ନିକଟରୁ ଦୁଇ ଲକ୍ଷ…