ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୬୭ ହଜାର ଟପିଲା
ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୬୭,୫୦୦ରୁ ଅଧିକ ଟପିଲାଣି ।
ଏହାବ୍ୟତିତ ୧୦ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ…