ସାମ୍ନାକୁ ଆସିଲା ରିଷି କପୁରଙ୍କ ଶେଷ ଭିଡିଓ ବାର୍ତ୍ତା
ମୁମ୍ବାଇ: ସାମ୍ନାକୁ ଆସିଲା ବଲିଉଡର ବର୍ଷିଆନ୍ ଅଭିନେତା ରିଷି କପୁରଙ୍କ ଲାଷ୍ଟ ଭିଡିଓ ବାର୍ତ୍ତା । ଏହି ଭିଡିଓରେ ରିଷି କପୁର ହସ୍ପିଟାଲର ଏକ ବେଡ୍ରେ ଶୋଇଛନ୍ତି । ଏବଂ ତାଙ୍କ ପାଖରେ ଜଣେ ଯୁବକ ଠିଆ ହୋଇଛନ୍ତି । ସେ ତାଙ୍କ ଫିଲ୍ମ ‘ଦିୱାନା’ର ଏକ ଗୀତ ଗାଉଥିବା ଦେଖିବାକୁ ମିଳିଛି । ଏହି…