ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ର
ପୁରୀ: ପଞ୍ଚଭୂତରେ ଲୀନ ହୋଇଛି ପ୍ରସିଦ୍ଧ ଓଡ଼ିଆ ନାଟ୍ୟକାର ତଥା ସଂଳାପ ଲେଖକ ବିଜୟ ମିଶ୍ରଙ୍କର ମର ଶରୀର । ରାଜ୍ୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ ଆଜି ସମ୍ପନ୍ନ ହୋଇଛି ତାଙ୍କ ଶେଷ କୃତ୍ୟ । ରବିବାର ଦିନ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ୮୩ ବର୍ଷ ବୟସରେ ତାଙ୍କର ଦେହାନ୍ତ…