Latest Odisha News

BREAKING NEWS

Yearly Archives

2020

ଚୀନ୍‌ର ବିସ୍ତାରବାଦୀ ଅର୍ଥନୈତିକ ଚାଲ୍‌; ଭାରତ କିପରି କରୁଛି ଏହାର ମୁକାବିଲା…

ବିଶ୍ବର ଦୁଇ ବୃହତ୍ ଅର୍ଥନୀତି ଭାବେ ଆମେରିକା ଓ ଚୀନ୍ ଏବେ ପ୍ରତିଦ୍ବନ୍ଦ୍ବିତାରେ ଅବତୀର୍ଣ୍ଣ| କୋଭିଡର ପ୍ରବଳ ପ୍ରତାପ ସମୟରେ ଅବଶ୍ୟ ବାଣିଜ୍ୟ ଯୁଦ୍ଧରେ ଟିକେ ଭଟ୍ଟା ପଡ଼ିଛି| ମାତ୍ର ଭୂତାଣୁ ସଂକ୍ରମଣଜନିତ ପରିସ୍ଥିତି ଆପାତତଃ ସୁଧୁରିଥିବା ଚୀନ୍ ପକ୍ଷରୁ କୁହାଯାଉଥିବା ବେଳେ କମ୍ୟୁନିଷ୍ଟ…

ରାଜ୍ୟରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ, ୧୧୦ ଛୁଇଁଲା ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ୨ଜଣଙ୍କ ମଧ୍ୟରେ  କରୋପୁଟ ଦଶମନ୍ତପୁରର ଜଣେ ୨୨ ବର୍ଷୀୟ ସ୍ୱାସ୍ଥ୍ୟକର୍ମୀ ଅଛନ୍ତି । କରୋପୁଟରେ ସେ ପ୍ରଥମ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟବକ୍ତି ଜଣକ ବାଲେଶ୍ୱରରୁ ଚିହ୍ନଟ…

ଓଡିଶା ସମ୍ବାଦ, ଓଡିଶା ବାଇଟ୍ସର ଲକ୍‌-ଡାଉନ୍ ରେସିପି: ପଠାନ୍ତୁ ଭିଡିଓ ଜିତନ୍ତୁ ଡାଇମଣ୍ଡ ଲକେଟ୍ !

ଭୁବନେଶ୍ୱର: ଘର ବସି ବୋର୍ ହେଉଛନ୍ତି କି ? ତେବେ ଲକ୍‌-ଡାଉନରେ ନିଜକୁ ଆଉ ଲକ୍ କରିି ରଖନ୍ତୁନି । କାହିଁକିନା ଓଡିଶାର ଅଗ୍ରଣୀ ଡିଜିଟାଲ୍ ନ୍ୟୁଜ୍ ୱବସାଇଟ୍ ଓଡିଶା ସମ୍ବାଦ ଓ ଓଡିଶା ବାଇଟ୍ସ ନେଇ ଆସିଛି ସ୍ପେଶାଲ କୁକରି କମ୍ପିଟିସନ୍ ଶୋ’ ଲକ୍‌-ଡାଉନ୍ ରେସିପି । ପ୍ରତିଯୋଗୀତାରେ ଭାଗ ନେବା…

କଟକଣା ଯୁକ୍ତ ରଥଯାତ୍ରା ହେଉ: ମୁକ୍ତି ମଣ୍ଡପ

ପୁରୀ: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଛି । ସେପଟେ କରୋନା ନେଇ ସମଗ୍ର ରାଜ୍ୟରେ ଲକଡାଉନ୍ ମଧ୍ୟ ଜାରି ରହିଛି । ଲକଡାଉନ୍ କଟକଣା ଭିତରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ହେବ ନା ନାହିଁ ତାକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା ଲାଗି ରହିଛି । ଏହାକୁ ନେଇ ଆଜି ଜଗନ୍ନାଥ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆସିଲା ଆଉ ଏକ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ଦୁଇ କରୋନା ଆକ୍ରାନ୍ତ । ଭୁବନେଶ୍ୱରର ଦୁଇ ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଚିକିତ୍ସା ପରେ ସମ୍ପୃକ୍ତ ୨ଜଣଙ୍କ ନମୂନା ନେଗେଟିଭ ଆସିଛି । Happy to share that two #COVID19 patients of…

କେଉଁସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷାର ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲା ଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହେବ । ଏହିସବୁ…

କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ ଲକ୍ଷ ଟଙ୍କା ଅନୁକମ୍ପା

ଭୁବନେଶ୍ୱର: ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି । ଯଦି ମହାମାରୀ କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହୁଏ ତେବେ ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।…

ଭାଇରାଲ୍ ପୋଷ୍ଟମୋର୍ଟମ୍‌; ଶିଶୁ ଶୋଇଥିଲା ଛାତି ଉପରେ, ମା’ ଥିଲା ଆରପାରିରେ !

ଭୁବନେଶ୍ୱର: ମାତ୍ର ଗୋଟିଏ ସପ୍ତାହ ପୂର୍ବରୁ ଏହି ଫଟୋ ଟିମ୍ ଭାଇରାଲ୍ ପୋଷ୍ଟମୋର୍ଟମ ହାତରେ ଲାଗିଥିଲା । ଆରମ୍ଭ ହୋଇଥିଲା ଛାନ୍‌ଭିନ୍ । ସାମ୍ନାକୁ ଆସିଥିଲା ଏକ ସୁପରିକଳ୍ପିତ ମିଥ୍ୟା ଗୁଜବର ହୃଦୟ ବିଦାରକ ଘଟଣା । ଭାଇରାଲ୍ ହୋଇଥିବା ଏହି ଫଟୋରେ ଜଣେ ମହିଳା କାଚ କିମ୍ବା ପଲିଥିନ୍ ସଦୃଶ…

କରୋନା ପ୍ରଭାବିତ ରାଜ୍ୟରେ ଜାରି ରହୁ ଲକଡାଉନ୍: ମୋଦି

ନୂଆଦିଲ୍ଲୀ: ଅଧିକ କରୋନା ପ୍ରଭାବିତ ଅଂଚଳରେ ଜାରି ରହୁ ଲକଡାଉନ୍ । ଆଉ ଯେଉଁଠି କମ୍ ମାମଲା ରହିଛି ସେହି ସବୁ ରାଜ୍ୟ ତଥା ଜିଲ୍ଲାରେ ତାଲାବନ୍ଦ କଟକଣା କୋହଳ କରିବାକୁ ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ଭାଇରସ ମହାମାରୀ ସଙ୍କଟ ମଧ୍ୟରେ ଦେଶର ସମସ୍ତ ରାଜ୍ୟର…

ବୋର୍ଡ କାର୍ଯ୍ୟାଳୟରୁ ରାଜ୍ୟର ବିଭିନ୍ନ ଜୋନକୁ ପଠାଗଲା ନବମ ଓ ଦଶମ ଶ୍ରେଣୀ ପାଠ୍ୟ ପୁସ୍ତକ

କଟକ: କଟକ-ବୋର୍ଡ କାର୍ଯ୍ୟାଳୟରୁ ବିଭିନ୍ନ ଜୋନକୁ ନବମ ଓ ଦଶମ ଶ୍ରେଣୀ ପାଠ୍ୟ ପୁସ୍ତକ ପଠା ଯାଇଛି । ଏକ ସ୍ୱତନ୍ତ୍ର ଗାଡି ଯୋଗେ ବିଭିନ୍ନ ଜୋନକୁ ସ୍ବତନ୍ତ୍ର ଗାଡିରେ ବହି ପଠା ଯାଇଥିବା ସୂଚନା। ଓଡିଶାରେ ଲକଡାଉନ୍ ହଟିବା ପରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏହି ପାଠ୍ୟ ପୁସ୍ତକ ବିକ୍ରୟ ଉପରେ…