ବେକହାମଙ୍କ ମତରେ ମେସି ଶ୍ରେଷ୍ଠ, ରୋନାଲ୍ଡୋ ଦ୍ୱିତୀୟ ସ୍ଥାନରେ
ଲଣ୍ଡନ: ଇଂଲଣ୍ଡର ମହାନ ଫୁଟବଲ ଖେଳାଳି ଡେଭିଡ ବେକହାମ ଆର୍ଜେଂଟିନାର ଲିଓନେଲ ମେସିଙ୍କ ଭୂୟସୀ ପ୍ରଶଂସା କରିଛନ୍ତି । ସେ ଜଣେ ଭିନ୍ନ ଧରଣର ଖେଳାଳି । ତାଙ୍କ ପରି କିଏ ହେବେ ନାହିଁ । ମୋ ମତରେ ସେ ଶ୍ରେଷ୍ଠ ଫୁଟବଲ ଖେଳାଳି ।
ପର୍ତୁଗାଲର କ୍ରିଷ୍ଟିଆନ ରୋନାଲ୍ଡୋ ଭଲ ଖେଳାଳି ହୋଇଥିଲେ…