Latest Odisha News

BREAKING NEWS

Yearly Archives

2020

ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ମହଙ୍ଗା ପଡିଲା ମେସିଙ୍କୁ

ବାର୍ସିଲୋନା:ମହାନ ଫୁଟବଲ ଖେଳାଳି ଆର୍ଜେଂଟିନାର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଲିଓନେଲ ମେସି ଓ ତାଙ୍କ କ୍ଲବ ବାର୍ସିଲୋନାଙ୍କୁ ମହଙ୍ଗା ପଡିଛି । ଓସାସୁନା ବିପକ୍ଷ ମ୍ୟାଚରେ ବାର୍ସିଲୋନା ୪-୦ ଗୋଲରେ ବିଜୟୀ ହାସଲ କରିଥିଲା । ମେସି ଗୋଲ ସ୍କୋର କରିବା ପରେ ଦଳୀୟ ଜର୍ସି ଉପରେ…

କ୍ୟାଟ୍ରିନାଙ୍କ ଭଉଣୀ ମୋହରେ ସଲମାନ ଖାନ୍

ମୁମ୍ବାଇ: ବଲିଉଡରେ ଅଭିନେତ୍ରୀ କ୍ୟାଟ୍ରିନା କୈଫ କିଛି ନୂଆ ଚେହେରା ନୁହଁନ୍ତି । ନିଜ ଅଭିନୟ ତଥା ଲୁକ୍ସ ଜରିଆରେ ସେ ଦର୍ଶକଙ୍କ ମନ ଜିଣିପାରିଛନ୍ତି । ଆଉ ଏବେ କ୍ୟାଟ୍ରିନାଙ୍କ ପଥକୁ ଅନୁସରଣ କରିବା ପାଇଁ ଅଣ୍ଟା ଭିଡିଛନ୍ତି ତାଙ୍କ ଭଉଣୀ ଇସାବେଲ୍ କୈଫ । ନିକଟରେ ଇସାବେଲ୍‌ଙ୍କର ଏକ…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୪ ଓ ସ୍ଥାନୀୟ ଅଂଚଳରୁ ୧୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…

ଗ୍ୟାଙ୍ଗସ୍ ଅଫ୍ ୱାସେପୁର ଅଭିନେତାଙ୍କ ବିରୋଧରେ ଠକେଇ ଅଭିଯୋଗ

ମୁମ୍ବାଇ: ଅନୁରାଗ କଶ୍ୟପଙ୍କ ବହୁଚର୍ଚ୍ଚିତ ଫିିଲ୍ମ "ଗ୍ୟାଙ୍ଗସ୍ ଅଫ୍ ୱାସେପୁର" । ଏହି ଫିଲ୍ମର କାହାଣୀ ଭାର ସମ୍ଭାଳିବା ସହ ଅଭିନୟରେ ନଜର ଆସିଥିଲେ ଜୀଶନ୍ କାଦ୍ରୀ । ଫିଲ୍ମରେ ତାଙ୍କ ଡେଫିନାଇଟ୍ କିର୍ଦାରକୁ ଲୋକେ ଖୁବ ପସନ୍ଦ ବି କରିଥିଲେ । ହେଲେ ନିକଟରେ ଏହି ଅଭିନେତାଙ୍କ ବିରୋଧରେ…

କବିତା: ରାସ୍ତା

ସ୍ମୃତି ରଂଜନ ତ୍ରିପାଠୀ ତୁ କହିବା ପୂର୍ବରୁ ମୁଁ ବାଛି ଦେଇଥିଲି ଯେ ଯାହାର ଭାଗ ବ୍ରହ୍ମ, ଶାଳଗ୍ରାମ। ତୋ ଭାଗରେ ଈଶ୍ୱର, ମୁଁ ତ ନିଃସ୍ୱ ର ତୁ ନିଦେଇ ଯିବା ଆଗରୁ ଆଖିରେ ଭୋକ ମାରୁଥିଲେ ତାରା ମାନେ ଉପନ୍ୟାସ ଲେଖିଲେ ଗୋଟାଏ ଭୋକର କାଂଥରେ "ଅନ୍ତରୀକ୍ଷ କୁ ରାସ୍ତା"।…

ଫେସ୍‌ବୁକ୍ ଫ୍ରେଣ୍ଡ ପାଇଁ ଘରେ କଳାକନା ବୁଲାଇଲେ ବିବାହିତା ମହିଳା

ଚେନ୍ନାଇ: ଘରୁ ୪୩.୦୯ ଲକ୍ଷ ଟଙ୍କା ଚୋରି ହୋଇଥିବା ନେଇ ପୋଲିସରେ ଏତଲା ଦେଇଥିଲେ ଚେନ୍ନାଇର ଜଣେ ବ୍ୟବସାୟୀ । ହେଲେ ତଦନ୍ତରେ ଯାହା ସାମ୍ନାକୁ ଆସିଥିଲା, ତାହା ପୋଲିସ ନୁହେଁ ବରଂ ଅଭିଯୋଗକାରୀଙ୍କୁ ତାଜୁବ କରିଥିଲା । ନଭେମ୍ବର ୨୪'ରେ ମାଣ୍ଡଭେଲୀ ଅଂଚଳର ଥମିମ୍ ଅନସାରୀ ନାମକ ଜଣେ…

ନୂଆ ପାର୍ଟି ଗଠନ କରିବେ ରଜନୀକାନ୍ତ, ଡିସେମ୍ବର ୩୧ରେ ଘୋଷଣା

ଚେନ୍ନାଇ: ଦକ୍ଷିଣ ଭାରତର ସୁପରଷ୍ଟାର ରଜନୀକାନ୍ତ ନୂତନ ରାଜନୈତିକ ପାର୍ଟି କରିବେ ବୋଲି ଗୁରୁବାର ଘୋଷଣା କରିଛନ୍ତି । ୩୧ ଡିସେମ୍ବରରେ ଏ ନେଇ ଔପଚାରିକତା ପୂରଣ କରାଯିବ ବୋଲି ସେ କହିଛନ୍ତି । ବର୍ଷେ ତଳେ କମଳା ହାସନଙ୍କ ସହ ମିଶି ପାର୍ଟି ଗଠନ କରିବା ନେଇ ରଜନୀକାନ୍ତ ରାଜି ହୋଇଥିଲେ ।…

ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମରୁ ବାଦ ନପଡ଼ନ୍ତୁ ରାସ୍ତାରେ ବୁଲୁଥିବା ମାନସିକ ବିକାରଗ୍ରସ୍ତରୋଗୀ

(ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ) ଭାରତର ସମ୍ବିଧାନରେ ‘ଜୀବନ ବଞ୍ଚିବାର ଅଧିକାର’ କୁ ପ୍ରତ୍ୟେକ ନାଗରିକଙ୍କ ମୌଳିକ ଅଧିକାର ରୂପେ ବର୍ଣ୍ଣନା କରାଯାଇଛି । ତେଣୁ ସରକାର ସମସ୍ତ ନାଗରିକଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟର ଅଧିକାର ସୁନିଶ୍ଚିତ କରନ୍ତି । ଏଥିପାଇଁ ସଂକ୍ରମିତ ଓ…

ପାକିସ୍ତାନରେ ରହୁଛି ଟ୍ରମ୍ପଙ୍କ ଝିଅ, ଭିଡିଓ ଭାଇରାଲ୍

ଭୁବନେଶ୍ୱର: ମିଥ୍ୟା ବୟାନ ପାଇଁ ବେଶ ଜଣାଶୁଣା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ନିକଟରେ ଡୋନାଲ୍ଡ ଜୋ ବାଇଡେନ୍‌ଙ୍କଠାରୁ ପରାସ୍ତ ହୋଇ ରାଷ୍ଟ୍ରପତି ପଦବୀ ହରାଇଥିଲେ । ହେଲେ ଏବେ ଟ୍ରମ୍ପଙ୍କ ସଂପର୍କିତ ପାକିସ୍ତାନର ଏକ ପୁରୁଣା ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍…

ଚଳିତ ବର୍ଷ ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି, ''ଅଫ୍‌ଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି । ତେଣୁ ସେହି ଆଧାରରେ ରାଜ୍ୟରେ ବି…