Latest Odisha News
Yearly Archives

2020

ବିଶିଷ୍ଟ ଲେଖକ ତଥା ଶିକ୍ଷାବିତ୍ ଡକ୍ଟର ରତ୍ନାକର ଚଇନିଙ୍କ ପରଲୋକ

କଟକ : ବିଶିଷ୍ଟ ଲେଖକ, ନାଟ୍ୟକାର ତଥା ଶିକ୍ଷାବିତ୍ ଡକ୍ଟର ରତ୍ନାକର ଚଇନି ଆଜି କଟକ ବାଦାମବାଡି ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଗତ ଦୁଇବର୍ଷ ହେଲା ସେ ଅସୁସ୍ଥ ଥିଲେ । ସାହିତ୍ୟ କ୍ଷେତ୍ରରେ ତାଙ୍କର କୃତିତ୍ୱ ପାଇଁ…

ପୁରୀ ଓ ଭଦ୍ରକରେ ୧୪ ଦିନ ହେଲା ନାହିଁ ନୂଆ ମାମଲା: ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ନେଇ ତାଜା ତଥ୍ୟ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଗତ ୧୪ ଦିନ ହେଲା ୪୭ଟି ଜିଲ୍ଲାରେ କୌଣସି ନୂଆ ମାମଲା ସାମ୍ନାକୁ ଆସିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ କହିଛନ୍ତି । ଏହି ଜିଲ୍ଲାମାନଙ୍କ ଭିତରେ ରହିଛି…

କୋଭିଡ୍ ମୁକାବିଲା: ୨୭୪ଟି ବିମାନ ଯୋଗେ ହେଲା ଦେଶବ୍ୟାପୀ ଔଷଧ ପରିବହନ

ନୂଆଦିଲ୍ଲୀ:ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କୋଭିଡ-୧୯ର ମୁକାବିଲା ପାଇଁ ଜୀବନରେଖା ଉଡାଣ ଅଧିନରେ ଅତ୍ୟାବଶ୍ୟକ ଔଷଧ ସାମଗ୍ରୀ ଦେଶର ବିଭିନ୍ନ ଅଗମ୍ୟ ଅଞ୍ଚଳକୁ ପଠାଯାଉଛି । S No Date Air India Alliance IAF Indigo SpiceJet Total…

କୋଭିଡ୍ ମୁକାବିଲା ଲାଗି ପ୍ରସ୍ତୁତ ହେଲା ବ୍ୟକ୍ତିଗତ ସୁରକ୍ଷା କଭରାଲ୍ ସୁଟ୍

ବେଙ୍ଗାଲୁରୁ: ବେଙ୍ଗାଲୁରୁସ୍ଥିତ ସିଏସଆଇଆରର ସହଯୋଗୀ ଲାବରୋଟାରୀ ଜାତୀୟ ଏରୋସ୍ପେସ୍ ଲାବରୋଟାରୀ ଏବଂ ଏମଏଏଫ କ୍ଲଦିଙ୍ଗ ପ୍ରାଇଭେଟ ଲିମିଟେଡ ମିଳିତ ସହଯୋଗରେ ବ୍ୟକ୍ତିଗତ ସୁରକ୍ଷା କଭରାଲ ସୁଟର ମଡେଲ (ପ୍ରୋଟୋଟାଇପ) ବିକଶିତ ହୋଇଛି । ଏହି ସୁରକ୍ଷା ପୋଷାକରେ ସାଧାରଣ ମେସିନ ବୁଣା କପଡା…

ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଚିଠି

ଭୁବନେଶ୍ୱର: ରଥଯାତ୍ରା ପାଇଁ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । କରୋନା ଲାଗି ଆସନ୍ତା ଜୁନ୍ ୨୩ ତାରିଖରେ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପ୍ରଭାବିତ ହୋଇପାରେ । ଏନେ ବିଭିନ୍ନ ମହଲରେ ଆଶଙ୍କା ସୃଷ୍ଟି ହୋଇଛି। ଆଶଙ୍କା…

ଡାକ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ

ନୂଆଦିଲ୍ଲୀ: ମହାମାରୀ କରୋନା ସମୟରେ ଜରୁରୀ ସେବା ଯୋଗାଉଥିବା ଡାକ କର୍ମଚାରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଯଦି କରୋନା ଭୂତାଣୁରେ ସଂକ୍ରମିତ ହୋଇ ଡାକ କର୍ମଚାରୀ ପ୍ରାଣ ହରାନ୍ତି ତେବେ ସେମାନଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ । କରୋନା ସଂକ୍ରମଣ କାଳରେ…

୬୦ ବୟସରୁ ଅଧିକ ବୟସର ଶ୍ରମିକଙ୍କୁ କାମ କରିବା ମନା: ଏସ୍‌ଆର୍‌ସି

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଚାରିଆଡେ ତାଲାବନ୍ଦ ରହିଛି । ଏହି ସମୟରେ କେତେକ ନିର୍ମାଣ କାର୍ଯ୍ୟ ଚାଲୁ ରଖିବା ପାଇଁ ଅନୁମତି ମିଳିଛି । ତେଣୁ ନିର୍ମାର କାର୍ଯ୍ୟ ସମୟରେ ସତର୍କତା ଅବଲମ୍ବନ ପାଇଁ ଗାଇଡଲାଇନ୍ ଜାରି ରହିଛି । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସି…

କରୋନା ଲକଡାଉନରେ ଖଣି ଅଞ୍ଚଳକୁ ଅଣଦେଖା ଅଭିଯୋଗ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସାରା ରାଜ୍ୟ ଲକଡାଉନ ହୋଇଥିବା ବେଳେ ଏଥିରୁ ଖଣି ଅଞ୍ଚଳ ବାଦପଡିଛି ବୋଲି ଅଭିଯୋଗ କରିଛନ୍ତି ଲୋକ ଶକ୍ତି ଅଭିଯାନର ସଭାପତି ପ୍ରଫୁଲ୍ଲ ସାମନ୍ତରା। ସମସ୍ତେ ଲକଡାଉନରେ ଘରେ ରହୁଥିବା ବେଳେ ଖଣି ଅଞ୍ଚଳରେ କାହିଁକି ସାମାଜିକ ଦୂରତା ବଜାୟ ରହୁନି ବୋଲି ସେ…

ଦୂରଦର୍ଶନରେ ଦଶମ ପିଲାଙ୍କ ପାଇଁ ସ୍ୱତନ୍ତ୍ର କ୍ଲାସ

ଭୁବନେଶ୍ୱର: ଏଣିକି ଦୂରଦର୍ଶନ ଜରିଆରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା । କରୋନା ପାଇଁ ଲକ୍‌ଡାଉନ୍ ଜାରି ରହିଥିବାରୁ ପିଲାଙ୍କ ପାଠପଢାରେ ବାଧା ସୃଷ୍ଟି ହେଉଛି। ଏହି ସମସ୍ୟାର ସମାଧାନ ନିମନ୍ତେ ଦୂରଦର୍ଶନର ସହାୟତା ନିଆଯିବ। ଲକ୍‌ଡାଉନ ସମୟରେ ଦୂରଦର୍ଶନ ଜରିଆରେ ଦଶମ ପାଠ ପଢାଯିବ ବୋଲି…

ଝଡ଼ର ଇଗଲ୍‌: ହଁ, ମୁଁ ପାରିବି…

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…