ରାସ୍ତାରେ ଛେପ ପକାଇଲେ ଏସବୁ ଜିଲ୍ଲାରେ ଦେବାକୁ ପଡ଼ିବ ଫାଇନ
ଭଦ୍ରକ: ଗଞ୍ଜାମ ପରେ ଭଦ୍ରକ୍ ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ବାରଣ କରାଯାଇଛି। ଏପରିକି ନିୟମ ନମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ।
ଏନେଇ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ କହିଛନ୍ତି ଯେ ଜିଲ୍ଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇବା…