ଭୁବନେଶ୍ୱରରେ କୋହଳ ହେବନି ଲକଡାଉନ୍ କଟକଣା: ଏସ୍ଆର୍ସି
ଭୁବନେଶ୍ୱର: ଭୁବନେଶ୍ୱରରେ କୋହଳ ହେବନି ଲକଡାଉନ୍ ନିୟମ । ସର୍ବାଧିକ କରୋନା ଆକ୍ରାନ୍ତ ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ କୌଣସି ନିୟମ କୋହଳ କରାଯିବ ନାହିଁ । ରାଜଧାନୀ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଆସିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ…