କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୭୬% ପୁରୁଷ, ୨୪% ମହିଳା: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ
ନୂଆଦିଲ୍ଲୀ: ଦେଶରେ ଗଲା ୨୪ ଘଂଟା ମଧ୍ୟରେ ୬୯୩ଟି ନୂଆ କରୋନା ଆକ୍ରାନ୍ତ ମାମଲା ସାମ୍ନାକୁ ଆସିଛି । ଏହାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୬୭ରେ ପହଂଚିଛି । ତେବେ ଏହି ୪୦୬୭ଟି ମାମଲା ମଧ୍ୟରୁ ୭୬ ପ୍ରତିଶତ ପୁରୁଷ ଓ ୨୪ ପ୍ରତିଶତ ମହିଳା ଅଛନ୍ତି । ଏଥିରୁ ସ୍ପଷ୍ଟ ଯେ…