କଟକ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୧୯ ଜଣଙ୍କ ରିପୋର୍ଟ ନେଗେଟିଭ
କଟକ: କଟକର ପ୍ରଥମ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ୧୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ଏନେଇ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ଗଲା ତିନି ଦିନ ତଳେ କଟକ ସହରର ପଟ୍ଟାପୋଲାର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହି ବ୍ୟକ୍ତି ଜଣକ ୧୯ ଜଣଙ୍କ…