Latest Odisha News

BREAKING NEWS

Yearly Archives

2020

କରୋନା ଅପଡେଟ୍‌; ବିକ୍ରି ହେବ କି ଗୁଜରାଟର ଷ୍ଟାଚ୍ୟୁ ଅଫ୍ ୟୁନିଟି ?

ଗୁଜରାଟ: ୩୦ ହଜାର କୋଟି ଟଙ୍କାରେ ବିକ୍ରି ହେବ ଗୁଜରାଟର ଷ୍ଟାଚ୍ୟୁ ଅଫ୍ ୟୁନିଟି । ତେବେ ଏ କଥା ଆମେ କହୁନୁ ବରଂ ଗ୍ଲୋବାଲ୍ ଅନ୍‌ଲାଇନ୍ ମାର୍କଟ୍ OLX ରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । FIR lodged against unknown person in Gujarat for putting out online…

ଟାଣ ହେବ ଖରା;ଜାରି ରହିବ ଗ୍ରୀଷ୍ମପ୍ରବାହ…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ମାତ୍ର ରବିବାର ଦିନ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ସ୍ଥାନରେ ପାଗ କୋହଲା ଥିଲା। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଝାଡ଼ଖଣ୍ଡରୁ ତେଲଙ୍ଗାନା ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରଫଲାଇପ ଦକ୍ଷିଣ ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ…

ଓଡ଼ିଶାରେ ୩୯ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, କେଉଁ ଜିଲ୍ଲାରେ କେତେ ଜାଣନ୍ତୁ

ଭୁବନେଶ୍ୱର: ରବିବାର ସନ୍ଧ୍ୟା ସୁଦ୍ଧା ରାଜ୍ୟରେ କରୋନା ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୩୯ ରେ ପହଁଚି ସାରିଛି। ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୩ ଦିନ ମଧ୍ୟରେ କେବଳ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଗୁଣ ବଢିଛି । ଓଡ଼ିଶାର କେଉଁ ସହରରେ କେତେ ରହିଛି…

ଭାଇରାଲ୍ ପୋଷ୍ଟମୋର୍ଟମ୍‌; କରୋନାଭାଇରସ୍ ସହ କ’ଣ ଥିଲା ସଦ୍ଦାମ୍ ହୁସୈନ୍‌ଙ୍କ ସଂପର୍କ ?

ଭୁବନେଶ୍ୱର: ସାରା ବିଶ୍ୱରେ କାୟା ବିସ୍ତାର କରିଛି କରୋନାଭାଇରସ୍ । ଏପରି ସମୟରେ ଇରାକର ପୂର୍ବତନ ରାଷ୍ଟ୍ରପତି ସଦ୍ଦାମ୍ ହୁସୈନ୍‌ଙ୍କର ଏକ ଭିଡିଓ ଭାଇରାଲ୍ ହୋଇଛି । ଏକାଧିକ ଟୁଇଟ୍ ଓ ଫେସ୍‌ବୁକ୍ ପୋଷ୍ଟ ଦାବି କରିଛି ୧୯୯୦ରେ ଏକ କ୍ୟାବିନେଟ୍ ମିଟିଂରେ କୁଆଡେ ସଦ୍ଦାମ୍ ହୁସୈନ୍…

କରୋନା କବଳରେ ବିଶ୍ୱ: ୧୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୬୯ ହଜାର

ନୂଆଦିଲ୍ଲୀ: କରୋନା ପ୍ରଭାବରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ଅସମ୍ଭବ ଭାବେ ବଢିଚାଲିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହି ମହାମାରୀ ପ୍ରଭାବରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୧୨ ଲକ୍ଷ ୭୧ ହଜାର ୧୧୫ଜଣ ଲୋକ ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ…

ଭାରତରେ ସାଢ଼େ ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୩୫୭୭ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଥିସହିତ…

ଜାଣନ୍ତୁ କେମିତି କଟିବ ଆଜି ଦିନ…

ରାଶି ଫଳ ତା ୬-୪-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା  ଅପ୍ରେଲ  ତା ୬ ରିଖ ସୋମବାର  ମୀନ ୨୪ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥି  ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର    ଘାତ ବାର-:  ମିଥୁନ  ରାଶିର    ଘାତଚନ୍ଦ୍ର-: କର୍କଟ ଓ ମକର ରାଶି…

ତିନି ଦିନରେ ରାଜଧାନୀରେ କରୋନା ପଜିଟିଭଙ୍କ ସଂଖ୍ୟା ୮ଗୁଣ ବଢିଲା; ଭୟଭୀତ ନ ହୋଇ ସତର୍କ ରହିବାକୁ କହିଲା ସ୍ୱାସ୍ଥ୍ୟ…

ଭୁବନେଶ୍ୱର: ରାଜଧାନୀରେ କରୋନା ପଜିଟିଭ ରୋଗୀଙ୍କ ସଂଖ୍ୟା ତିନି ଦିନରେ ଆଠ ଗୁଣ ବଢି ଚାରିରୁ ୩୨ରେ ପହଞ୍ଚିଛି । ଗୁରୁବାର ସନ୍ଧ୍ୟା ସୁଦ୍ଧା ଭୁବନେଶ୍ୱରର ଚାରି ଜଣ କରୋନା ପଜିଟିଭ ମିଶାଇ ରାଜ୍ୟରେ ମୋଟ ପାଞ୍ଚ ଜଣ ଚିହ୍ନଟ ହୋଇଥିଲେ । ରବିବାର ସନ୍ଧ୍ୟା ସୁଦ୍ଧା ରାଜ୍ୟରେ କରୋନା ପଜିଟିଭ୍…

ସବୁ ଫିଲ୍ଡ କର୍ମଚାରୀଙ୍କୁ ତିନି ଲେୟର ବିଶିଷ୍ଟ ସର୍ଜିକାଲ ମାସ୍କ ଦେବା ପାଇଁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ସମସ୍ତ ଫିଲ୍ଡ କର୍ମଚାରୀଙ୍କୁ ତିନି ଲେୟର ବିଶିଷ୍ଟ ସର୍ଜିକାଲ ମାସ୍କ ଯୋଗାଇ ଦେବା ପାଇଁ ଓଡିଶା ରାଜ୍ୟ ମେଡିକାଲ କର୍ପୋରେସନ ଲିମିଟେଡକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ନିକୁଂଜ ବିହାରୀ ଧଳ ।…

ଦେଶବାସୀଙ୍କ ପାଇଁ ପିଏମ୍ ଆବାସରେ ଦୀପ ଜାଳିଲେ ମୋଦୀ !

ନୂଆଦିଲ୍ଲୀ: କରୋନାଭାଇରସ୍ ବିରୋଧୀ ଲଢେଇରେ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଦେଶବାସୀ ଦୀପ ଓ ମହମବତୀ ଜାଳି ଏକତାର ପ୍ରମାଣ ଦେଲେ । କିଛି ଲୋକ ବାଣ ଫୁଟାଇଥିଲାବେଳେ ପିଏମ୍ ଆବାସରେ ମୋଦୀ ବି ଦୀପ ଜଳାଇଥିଲେ । शुभं करोति कल्याणमारोग्यं धनसंपदा । शत्रुबुद्धिविनाशाय…