କୋଭିଡ୍-୧୯ ଲକ୍ଡାଉନ୍: ଚଢାଦରରେ ହୋମ୍ ଡେଲିଭରି କରୁଥିବା ସଂସ୍ଥାକୁ ଧରିବ ବିଏମସି
ଭୁବନେଶ୍ୱର: ଏବେ ସାରା ରାଜ୍ୟରେ ଲକ୍ଡାଉନ୍ ଚାଲିଥିବା ବେଳେ କିଛି ହୋମ୍ ଡେଲିଭରି ସଂସ୍ଥା ଗୁଡ଼ିକ ବଜାର ଦରଠାରୁ ଅଧିକ ଚଢା ଦରରେ ସାମଗ୍ରୀ ବିକ୍ରି କରୁଥିବାର ଅଭିଯୋଗ ଆସୁଛି ।
ଏହି ଅସାଧୁ ହୋମ ଡେଲିଭରି ସଂସ୍ଥାଗୁଡ଼ିକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ (ବିଏମସି) ଧରିବା ସହିତ…