ବିଶ୍ୱ ଏଡସ୍ ଦିବସ: ପ୍ରଥମଥର ପାଇଁ ଏଚ.ଆଇ.ଭି. ସିଫିଲିସ ଦ୍ୱୈତ ପରୀକ୍ଷଣ କିଟ ଲୋକାର୍ପିତ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର: ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶା ରାଜ୍ୟରେ ଗର୍ଭବତୀ ମହିଳା ମାନଙ୍କର ଗୋଟିଏ ଥର ରକ୍ତ ନମୂନା ସଂଗ୍ରହରେ ଏଚ.ଆଇ.ଭି ଓ ସିଫିଲିସ ପରୀକ୍ଷା କରାଇବା ପାଇଁ ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମିଶନ ସହଯୋଗରେ ବିକଶିତ ଏଚ.ଆଇ.ଭି. ଓ ସିଫିଲିସ ଦ୍ୱୈତ ପରୀକ୍ଷଣ କିଟକୁ ମାନ୍ୟବର ସ୍ୱାସ୍ଥ୍ୟ ଓ…