ଉଗ୍ର ହେଉଛି କରୋନା: ବିଶ୍ୱରେ ସାଢ଼େ ୭ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ: କରୋନାରେ କବଳିତ ସାରା ବିଶ୍ୱ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ଅନୁଯାୟୀ ଏହି ମହାମାରୀ ପ୍ରଭାବରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୭ ଲକ୍ଷ ୫୪ ହଜାର ୯୪୭ଜଣ ଲୋକ ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା ୩୬,୫୭୧ ଛୁଇଁଛି।
754,948 coronavirus…