ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, କେନ୍ଦ୍ରାପଡା, ବାଲେଶ୍ୱର, ମୟୂରଭଞ୍ଜ,…