କରୋନାଭାଇରସ ସଂକ୍ରମଣ: ଭାରତରେ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଦେଶରେ କୋରୋନା ଭୂତାଣୁ (କୋଭିଡ-୧୯) ଦ୍ୱାରା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ମୁମ୍ବାଇରେ ଜଣେ ୬୩ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।
ସମ୍ପୃକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍, ହୃଦଘାତ ଓ ଉଚ୍ଚ ରକ୍ତ ପିଡିତ ଥିଲେ ବୋଲି ପ୍ରକାଶ…