ଧୀରେଧୀରେ ପ୍ରତ୍ୟାବର୍ତ୍ତନ କରୁଛି ବିଲୁପ୍ତ ପ୍ରାୟ ଘରଚଟିଆ …!
ଭୁବନେଶ୍ୱର: ଘରଚଟିଆକୁ ମନୁଷ୍ୟର ଏକ ଉତ୍ତମ ବନ୍ଧୁ ଭାବେ ବିବେଚନା କରାଯାଏ । ଗାଁ ହେଉ ଅବା ସହର ସେ ସବୁବେଳେ ମନୁଷ୍ୟ ସାଥିରେ ରହିବାକୁ ଭଲପାଏ । ବିଶେଷ କରି ଏମାନେ ଗାଁରେ ଅଧିକ ଦେଖାଯାଆନ୍ତି । ଚାଳ ଘରର କାନ୍ଥରେ ଏମାନେ କୁଟାକାଠିର ବସାଟିଏ ତିଆରି କରି ରହିଥାନ୍ତି ।
ସକାଳୁ ସକାଳୁ…