କରୋନା ମୁକାବିଲା: ଆଜି ମୋଦୀଙ୍କ ସହ ଭିଡିଓ କନଫରେନ୍ସିଂ ଆଲୋଚନାରେ ଯୋଗଦେବେ ନବୀନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଭିଡିଓ କନଫରେନ୍ସିଂରେ ଯୋଗଦେଇ କୋରୋନା ଭାଇରସ ମୁକାବିଲା ରଣନୀତି ଉପରେ ଆଲୋଚନା କରିବେ ବୋଲି ସରକାରୀ ସୂତ୍ରରୁ ପ୍ରକାଶ।
ମିଳିଥିବା ସୂଚନା ମୁତାବକ, ଆଜି ଅପରାହ୍ନ ୪ ଟାରେ…