କରୋନାଭାଇରସ: ୨୪ ଘଣ୍ଟାରେ ଇଟାଲିରେ ୩୬୮ ମୃତ
ଇଟାଲି: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଇଟାଲିରେ ମୃତ୍ୟୁ ସଂଖ୍ୟା ୧୮୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୨୧ ହଜାରରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ କରୋନା ଭାଇରସ୍…