ଦେଶରେ ୯୪ ଲକ୍ଷ ଟପିଲା କରୋନା ପଜିଟିଭ୍ ସଂଖ୍ୟା, ମୃତ୍ୟୁସଂଖ୍ୟା ଲକ୍ଷେ ୩୭ ହଜାର
ନୂଆଦିଲ୍ଲୀ: ଦେଶରେ ଆଜି କମିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ ଲକ୍ଷ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୮ ହଜାର ୭୭୨ ନୂଆ ଆକ୍ରାନ୍ତ । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାର ୬୯୨କୁ ବୃଦ୍ଧି ପାଇଛି ।…