ଧୋକା ଦେଇଛନ୍ତି ସିନ୍ଧିଆ: ଅଧୀର ରଂଜନ
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ଦଳରୁ ଇସ୍ତଫା ଦେଇଛନ୍ତି । ଯାହାକୁ ନେଇ କଂଗ୍ରେସକୁ ଶକ୍ତ ଝଟ୍କା ଲାଗିଛି । ସିନ୍ଧିଆଙ୍କ ଇସ୍ତଫା ନେଇ କଂଗ୍ରେସ ସଂସଦୀୟ ଦଳ ନେତା ଅଧୀର ରଂଜନ୍ ଚୌଧୁରୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ଦଳ ତାଙ୍କୁ…