ଶ୍ରୀମନ୍ଦିରକୁ ନେଇ ରାଜନୀତି କରିବା ବିଜୟଙ୍କ ପୁରୁଣା ଅଭ୍ୟାସ: ବିଜେଡି
ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ବିଜୟ ମିଶ୍ର ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରହିଥିବା ପ୍ରସଙ୍ଗକୁ ନେଇ ଦେଇଥିବା ମନ୍ତବ୍ୟର ଜବାବ ଦେଇଛି ବିଜେଡି । ଜଗନ୍ନାଥ ମନ୍ଦିର ସହ ଜଡିତ ପ୍ରସଙ୍ଗକୁ ନେଇ ରାଜନୀତି କରିବା ବିଜୟ ମହାପାତ୍ରଙ୍କ ପୁରୁଣା ଅଭ୍ୟାସ ବୋଲି କହିଛନ୍ତି ବିଜେଡି…