Latest Odisha News

BREAKING NEWS

Yearly Archives

2020

ଆଜି ‘ଅନ୍ତର୍ଜାତୀୟ ମହିଳା ଦିବସ’: ‘ମୋ ବସ’ରେ ମହିଳା ଯାତ୍ରୀଙ୍କୁ ମାଗଣା ସେବା

ଭୁବନେଶ୍ୱର : ପ୍ରତି ବର୍ଷ ମାର୍ଚ୍ଚ ୮ ତାରିଖକୁ ସାରା ଦେଶରେ ‘ଅନ୍ତର୍ଜାତୀୟ ମହିଳା ଦିବସ’ ଭାବେ ପାଳନ କରାଯାଉଛି । ଏହି ଅବସରରେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଛାତ୍ରୀମାନେ ବାଲୁକା କଳା ନିର୍ମାଣ କରିଛନ୍ତି ।…

ଭାରତରେ ବଢୁଛି କରୋନା ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କୋରୋନା ଭୂତାଣୁ (କୋଭିଡ-୧୯) ଦ୍ୱାରା ସଂକ୍ରମିତ ହୋଇଥିବା ଆଉ ତିନି ଜଣଙ୍କୁ ଚିହ୍ନଟ କରାଯାଇଛି । ଏମାନଙ୍କ ମଧ୍ୟରେ ରହିଛନ୍ତି ଇରାନ ଯାତ୍ରାରୁ ଫେରିଥିବା ଦୁଇ ଜଣ ଲଦାଖବାସୀ ଏବଂ ଓମାନରୁ ଫେରିଥିବା ଜଣେ ତାମିଲନାଡ଼ୁ ନାଗରିକ । ଏମାନଙ୍କୁ ମିଶାଇ ଦେଶରେ ମୋଟ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୮-୩-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ  ଆଜି ହେଉଛି ୨୦୨୦ ମସିହା ମାର୍ଚ୍ଚ   ତା ୮ ରିଖ  ରବିବାର  କୁମ୍ଭ  ୨୫ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ  ଚତୁର୍ଦ୍ଦଶୀ ତିଥି ମଘା   ନକ୍ଷତ୍ର ସିଂହ  ଚନ୍ଦ୍ର      ଘାତ ବାର-:  ମେଷ   ରାଶିର  ଘାତ ଚନ୍ଦ୍ର-:କର୍କଟ ଓ ମକର ରାଶି…

ହାରି ନାହାନ୍ତି ହୀରାମଣି…

ବାରିପଦା: ଆଜିର ସଭ୍ୟ ସମାଜରେ ନାରୀ ମାନଙ୍କର ଆସନ ବହୁ ଉଚ୍ଚରେ । ସଂପ୍ରତି ନାରୀ ଆଉ ଘରର ଚାରି କାନ୍ଥ ମଧ୍ୟରେ ଆବଦ୍ଧ ନରହି ପୁରୁଷଙ୍କ ସମକକ୍ଷ ହୋଇ ଆତ୍ମନିର୍ଭରଶୀଳ ହେବା ପାଇଁ ଚେଷ୍ଟା କରୁଛି । ପାରିବାରିକ ଦାୟିତ୍ୱ ଏବଂ କର୍ମକ୍ଷେତ୍ର ଦୁଇଟି ମଧ୍ୟରେ ତାଳମେଳ ରକ୍ଷା କରି ଆଗକୁ ବଢିବାକୁ…

୨୦୨୨ ସୁଦ୍ଧା ସମସ୍ତ ୩୬ଟି ରାଫେଲ ବିମାନ ଭାରତରେ ପହଞ୍ଚିବ

ନୂଆଦିଲ୍ଲୀ : ଆସନ୍ତା ମେ ମାସ ଶେଷ ସପ୍ତାହ ସୁଦ୍ଧା ଭାରତରେ ୪ଟି ରାଫେଲ ବିମାନ ପହଞ୍ଚିବ । ତାପରେ ପ୍ରତି ୪୫ ଦିନରେ ଗୋଟିଏ ଲେଖାଏଁ ରାଫେଲ ବିମାନ ପହଞ୍ଚିବ ଓ ଆସନ୍ତା ୨୦୨୨ ସୁଦ୍ଧା ସମସ୍ତ ୩୬ଟି ରାଫେଲ ବିମାନ ଭାରତୀୟ ବାୟୁସେନା ହାତକୁ ଆସିଯାଇଥିବ ବୋଲି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ…

ନଅଟି ଜିଲ୍ଲାର ୨୬ଟି ନୂତନ ଶିଳ୍ପ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାରେ ଶିଳ୍ପାୟନର ଅଭିବୃଦ୍ଧି ଘଟିଛି ବୋଲି ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ୩.୩ ଲକ୍ଷ କୋଟିରୁ ଅଧିକ ପୁଞ୍ଜି ବିନିଯୋଗ ଏବଂ ୨.୨୫ ଲକ୍ଷରୁ ଅଧିକ ବ୍ୟକ୍ତିଙ୍କ ଲାଗି ନିଯୁକ୍ତି ସୁଯୋଗ…

ହାଣ୍ଡିଭଜା ମୁଢି ମହିଳାଙ୍କୁ ଶିଖାଇଲା ଜୀବନ ବଞ୍ଚିବାର ରାହା

ମନରେ ସାହସ ଏବଂ ସଙ୍କଳ୍ପରେ ଦୃଢତା ରହିଥିଲେ ପ୍ରତିକୂଳ ପରିସ୍ଥିତିରୁ ମଧ୍ୟ ରାସ୍ତା ବାହାର କରି ସଫଳତାର ପାହାଚ ଚଢିହେବ । ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ବାରିପଦାର ରାସଗୋବିନ୍ଦପୁର ବ୍ଳକ୍‌ର ଗଡ଼ିଘାଟି ପଂଚାୟତର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନେ । ଏହି ପଂଚାୟତର ବନ୍ଧମୁଣ୍ଡି,…

ମହିଳାଙ୍କ ଚାଳିତ ସ୍ୱତନ୍ତ୍ର ମାଲବାହୀ ଟ୍ରେନ: ଖୋର୍ଦ୍ଧା ରୋଡ଼ରୁ ପଲାସା ମଧ୍ୟରେ ଚଳାଚଳ ହେଲା

ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ପାଳନ ଅଭିଯାନକୁ ସ୍ମରଣୀୟ କରିବା ପାଇଁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ କେବଳ ମହିଳା ଲୋକୋ ପାଇଲଟ, ସହାୟକ ଲୋକୋ ପାଇଲଟ ଏବଂ ଟ୍ରେନ ଗାର୍ଡ ମାନଙ୍କୁ ନେଇ ସ୍ୱତନ୍ତ୍ର ମାଲବାହୀ ଟ୍ରେନ ଖୋର୍ଦ୍ଧା ରୋଡ଼ ଠାରୁ ପଲାସା ମଧ୍ୟରେ…

ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌କୁ ୩-୦ରେ ଜିତିଲା

ଜୋହାନ୍ସବର୍ଗ: ଦକ୍ଷିଣ ଆଫ୍ରିକା ତୃତୀୟ ଦିନକିଆରେ ଅଷ୍ଟ୍ରେଲିଆକୁ ୬ ୱିକେଟରେ ପରାସ୍ତ କରିଛି।  ଜେଜେ ସ୍ମଟ୍ସ ଓ ହେନରିଚ୍‌ କ୍ଲାସେନଙ୍କ ଦମଦାର ବ୍ୟାଟିଂ ବଳରେ  ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌କୁ ୩-୦ରେ ମୂଳପୋଛ କରିଛି । ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୨୫୪ ରନ୍‌ କରିଥିବା ବେଳେ…

ସାହିନବାଗରେ ଗୁଳିଚଳାଇଥିବା କପିଳଙ୍କୁ ଜାମିନ ମିଳିଲା

ନୂଆଦିଲ୍ଲୀ: ଦିଲ୍ଲୀର ସାହିନବାଗରେ ଗୁଳି ଫୁଟାଇ ଗିରଫ ହୋଇଥିବା କପିଳ ଗୁଜ୍ଜରଙ୍କୁ ସ୍ଥାନୀୟ କୋର୍ଟ ଜାମିନ ପ୍ରଦାନ କରିଛି । ଜାମିନକୁ ଦିଲ୍ଲୀ ପୁଲିସ ବିରୋଧ କରିଥିଲା । ଦିଲ୍ଲୀର ଦାଲୁ ପୁରା ଅଞ୍ଚଳର ଅଧିବାସୀ କପିଲ ଗତ ଫେବ୍ରୁଆରି ୧ ତାରିଖରେ ଦିଲ୍ଲୀର ସାହିନବାଗରେ ହେଉଥିବା ଆନ୍ଦୋଳନ…