ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଉପଲକ୍ଷେ ଯୁବ-ଛାତ୍ର ଜନତା ପକ୍ଷରୁ ରକ୍ତଦାନ ଶିବିର
ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଗୁରୁବାର ଦିନ ଯୁବ-ଛାତ୍ର ଜନତା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଯୁବ-ଛାତ୍ର ଜନତା ତରଫରୁ ଅନେକ ଜନହିତକର କାର୍ଯ୍ୟ ହାତକୁ ନିଆଯାଇଛି ।
ଯୁବ-ଛାତ୍ର ଜନତା ପକ୍ଷରୁ ବିଜୁ…