କରୋନା ଆତଙ୍କ: କିପରି ରହିବେ ସାବଧାନ ଓ କ’ଣ ରହିଛି ଲକ୍ଷଣ, ଜାଣନ୍ତୁ
ବେଜିଂ: ଧୀରେ ଧୀରେ କାୟା ବିସ୍ତାର କରି ମାରାତ୍ମକ ହେଉଥିବା ‘କରୋନା’ ଭାଇରସ ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ୩୦୦୦କୁ ଛୁଇଁଛି । ଏଥିସହିତ ୮୯,୦୦୦ ହଜାରରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
କରୋନା ଭାଇରସ ଦ୍ୱାରା ଆକ୍ରାନ୍ତ ହେଉଥିବା ବ୍ୟକ୍ତିଙ୍କ ଠାରେ…