Latest Odisha News

BREAKING NEWS

Yearly Archives

2020

ବଜ୍ରପାତ ସହ ବର୍ଷା ଆଶଙ୍କା: ୩ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର…

ମୋଦୀଙ୍କ ଟ୍ୱିଟ୍‌, ମହିଳାଙ୍କ ପାଇଁ ସମର୍ପିତ ହେବ ସୋସିଆଲ ମିଡିଆ ଆକାଉଂଟ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ଛାଡିବା ନେଇ ଲାଗି ରହିଥିବା ସସ୍‌ପେନ୍ସ ଉପରୁ ପରଦା ଉଠାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ଆଜି ଟ୍ୱିଟ୍ କରିଛନ୍ତି ଯେ, ମୁଁ ସୋସିଆଲ ମିଡିଆ ଛାଡୁନାହିଁ । ମହିଳାଙ୍କ ଯୋଗଦାନ ପାଇଁ ସମର୍ପିତ ହେବ ତାଙ୍କ ଆକାଉଂଟ । ମହିଳା ଦିବସରେ ପ୍ରେରଣା…

ରାସ୍ତା ମଝିରେ ଘଣ୍ଟାଘଣ୍ଟା ଧରି ଛିଡାହେଲା ହାତୀ, ଲୋକେ ଭୟଭୀତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର କର୍ଲାପାଟ ଜଙ୍ଗଲ ଅଞ୍ଚଳରେ ମଙ୍ଗଳବାର ଦିନ ଏକ ହାତୀ ପ୍ରାୟ ଦୁଇ ଘଣ୍ଟା ଧରି ରାସ୍ତା ଅବରୋଧ କରିବା ଫଳରେ ଯାତ୍ରୀ ମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବର ଅନୁଯାୟୀ, ୪୦ ଜଣ ଯାତ୍ରୀଙ୍କୁ ନେଇ ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍…

କରୋନା ପାଇଁ ଭୁବନେଶ୍ୱର ବିମାନ ବନ୍ଦରରେ ବଢ଼ିଲା କଟକଣା

ଭୁବନେଶ୍ୱର: ମାରାତ୍ମକ ଭୂତାଣୁ କରୋନା ଏବେ ନିଜ କାୟା ସାରା ବିଶ୍ୱକୁ ବିସ୍ତାର କିରବାରେ ଲାଗିଛି । ତେବେ ଏଥିରୁ ବର୍ତ୍ତିବା ପାଇଁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପ୍ରସ୍ତୁତି । କରୋନାକୁ ନେଇ ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ାଇ ଦିଆଯାଇଛି । ମାରାତ୍ମକ ଭୂତାଣୁ ଦାଉରୁ ଦେଶକୁ ସୁରକ୍ଷିତ…

ଦିଲ୍ଲୀ ହିଂସା: ଗିରଫ ହେଲା ମୋଷ୍ଟ ୱାଟେଂଡ ଶାହାରୁଖ

ନୂଆଦିଲ୍ଲୀ: ଦିଲ୍ଲୀ ହିଂସାରେ ପୋଲିସକୁ ବନ୍ଧୁକ ଦେଖାଇ ଚର୍ଚ୍ଚାକୁ ଆସିଥିବା ମୋଷ୍ଟ ୱାଟେଂଡ ମହମ୍ମଦ ଶାହାରୁଖକୁ ପୋଲିସ ଗିରଫ କରିଛି । ଉତ୍ତରପ୍ରଦେଶର ସାମଲିରୁ ଦିଲ୍ଲୀ କ୍ରାଇମବ୍ରାଂଚ ତାକୁ ଗରିଫ କରିଥିବା ସୂଚନା ମିଳିଛି । ଫେବୃଆରୀ ୨୪ରେ ଦିଲ୍ଲୀ ହିଂସା ବେଳେ ଶାହାରୁଖ ପୋଲିସ ଉପରକୁ…

କରୋନା ଭୟରେ ନଏଡାରେ ସ୍କୁଲ ଛୁଟି

ନୂଆଦିଲ୍ଲୀ: କରୋନା ଭାଇରସର ଭୟ ଦିନକୁ ଦିନ ବଢ଼ିବାରେ ଲାଗିଛି । ସମଗ୍ର ବିଶ୍ୱରେ ନିଜର କାୟା ବିସ୍ତାର କରି ଚାଲିଛି ମାରାତ୍ମକ ଭୂତାଣୁ କରୋନା । ତେବେ ଭାରତରେ କରୋନା ଭାଇରସର ଦୁଇଟି ନୂଆ ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀ ଏବଂ ତେଲଙ୍ଗାନାରେ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି ।…

ଓସ୍କାର ବିଜେତା କର୍କ ଡଗଲସ ୪୪୪ କୋଟି ଟଙ୍କା ଦାନ କରି ଦେଲେ

ଲସ ଏଞ୍ଜେଲସ୍‌: ତିନି ଥର ଓସ୍କାର ଜିତିଥିବା ହଲିଉଡ ଷ୍ଟାର କର୍କ ଡଗଲସ ସମସ୍ତଙ୍କୁ ଚକିତ କରିବା ଭଳି ପଦକ୍ଷେପ ନେଇଛନ୍ତି । ସେ ତାଙ୍କର ୪୪୪ କୋଟି ଟଙ୍କାର ସମ୍ପତି ଦାନ କରି ଦେଇଛନ୍ତି । ନିଜ ପିଲାମାନଙ୍କୁ ସେ ଟଙ୍କାଟିଏ ମଧ୍ୟ ଦେଇ ନାହାନ୍ତି । କର୍କ ଲେଖିଛନ୍ତି ମୋ ପୁଅ ମାଇକେଲ ଡଗଲସ…

ଓଡ଼ିଶାକୁ ନାହିଁ କରୋନା ଭୟ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାରତରେ କରୋନା ରୋଗୀ ଚିହ୍ନଟ ହେବା ପରେ ଓଡ଼ିଶାରେ ଏନେଇ ଆତଙ୍କ ସୃଷ୍ଟି ହୋଇଛି । ତେବେ ଓଡ଼ିଶାକୁ କରୋନା ଭୟ ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । କରୋନା ଭାଇରସ ନେଇ ସତର୍କ ଅଛନ୍ତି ରାଜ୍ୟ ସରକାର । ଓଡ଼ିଶାରେ କରୋନା ରୋଗୀ ଚିହ୍ନଟ ହୋଇନାହାନ୍ତି । ଭୁବନେଶ୍ୱର…

ବାହ୍ୟ ମଳମୁକ୍ତ ଗ୍ରାମ: ଉଚ୍ଚ ସ୍ୱରରେ କୁହାଯାଉଥିବା ଏକ ଅର୍ଦ୍ଧସତ୍ୟ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’... ରାସ୍ତାରେ ଯାଉଥିବା ସମୟରେ ଦୁଇପଟେ ପଡ଼ୁଥିବା ଗାଁ’ ଗୁଡ଼ିକର ଆରମ୍ଭ ମୁଣ୍ଡରେ ‘ବାହ୍ୟ ମଳମୁକ୍ତ ଗ୍ରାମ’ ଲେଖାଥିବା ଗୋଟିଏ ସିମେଂଟ ଫଳକ ସମସ୍ତଙ୍କ ନଜରରେ ପଡ଼ୁଥିବ ନିଶ୍ଚୟ । ପ୍ରାୟ ଚାରି ଫୁଟ୍ ଉଚ୍ଚର ଏହି ସିମେଂଟ ଫଳକ ଅଧିକାଂଶ…

ଇରାନ ନାଗରିକଙ୍କୁ ଜାରି ହୋଇଥିବା ଭିସା ବାତିଲ କଲା ଭାରତ

ନୂଆଦିଲ୍ଲୀ: ଇରାନ ନାଗରିକଙ୍କ ପାଇଁ ଜାରି ହୋଇଥିବା ଭିସା ବାତିଲ କରିଛି ଭାରତ । କରୋନା ଭାଇରସର ବଢ଼ୁଥିବା ଭୟକୁ ଦେଖି ଭାରତ ଏଭଳି ନିଷ୍ପତି ନେଇଛି । ସୂଚନାଯୋଗ୍ୟ ଯେ, ଚୀନ୍ ପରେ କରୋନା ଭାଇରସର କାୟା ଇରାନ୍‌କୁ ବିସ୍ତାର ହୋଇଛି । ଏହି ସଂକ୍ରମଣରେ ଏବେ ଇରାନ୍‌ରେ ମଧ୍ୟ ମୃତ୍ୟୁ ସଂଖ୍ୟା…