ଆଧାର ସହ ପାନ୍ ଲିଙ୍କ ନକଲେ ଏବେ ଦେବାକୁ ପଡିବ ଜୋରିମାନା
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଧାର କାର୍ଡ ସହ ପାନ ଲିଙ୍କ କରିବା ଅବଧିକୁ ବାରମ୍ବାର ବୃଦ୍ଧି କରାଯାଉଥିବା ବେଳେ ଏବେ ସରକାରଙ୍କ ପକ୍ଷରୁ ନୂଆ ନିଷ୍ପତ୍ତି ହୋଇଛି ।
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଯେଉଁ ଟିକସଦାତାମାନେ ଚଳିତ ମାସ ୩୧ ସୁଦ୍ଧା ସେମାନଙ୍କର…