ଓଡିଶାକୁ ‘ସ୍ପେଶାଲ୍ ଫୋକସ ଷ୍ଟେଟ’ ମାନ୍ୟତା ଲାଗି ଦାବି କଲେ ନବୀନ
ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ୨୪ତମ ପୂର୍ବାଞ୍ଚଳ ପରିଷଦ ବୈଠକରେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାକୁ ସ୍ପେଶାଲ ଫୋକସ୍ ଷ୍ଟେଟ୍ ମାନ୍ୟତା ଦେବା ଲାଗି ଦାବି କରିଛନ୍ତି ।
ଏହି ବୈଠକକୁ ସମ୍ବୋଧିକ କରିବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବାତ୍ୟା ଫନୀ ସମୟରେ…