ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅଷ୍ଟ୍ରେଲିଆ ଟି୨୦ ସିରିଜ ଜିତିଲା
କେପ୍ ଟାଉନ୍:ଅଷ୍ଟ୍ରେଲିଆ ଏଠାରେ ଅନୁଷ୍ଠିତ ଅନ୍ତିମ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୯୭ ରନରେ ପରାସ୍ତ କରି ଅଷ୍ଟ୍ରେଲିଆ ତିନିମ୍ୟାଚ୍ ବିଶିଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୫ ୱିକେଟ୍ ହରାଇ ୧୯୩ ରନ୍ କରିଥିଲା। ଜବାବରେ…