Latest Odisha News

BREAKING NEWS

Yearly Archives

2020

କଟକ IIFL ଲୁଟ୍ ଘଟଣାରେ ଆଉ ଦୁଇ ଜଣ ଗିରଫ

କଟକ: ନୟାସଡ଼କରେ ଥିବା ଆଇଆଇଏଫଏଲ୍ ସଂସ୍ଥାରୁ ସୁନା ଗହଣା ଓ ଟଙ୍କା ଲୁଟ୍ ଲିଙ୍କରେ ବନ୍ଧା ହେଲେ ଆଉ ଦୁଇ ଜଣ । ଗିରଫ ଦୁଇ ଜଣ ସୁନା ଦୋକାନର ମାଲିକ ବୋଲି ସୂଚନା ମିଳିଛି । ମଙ୍ଗଳବାଗ ଓ ଆଲାମଚାନ୍ଦ ବଜାର ଅଞ୍ଚଳକୁ ସେମାନଙ୍କୁ ଗିରଫ କରିଛି ପୋଲିସ । ସେମାନେ ମୁଖ୍ୟ ଅଭିଯୁକ୍ତ ଲାଲା ଅମ୍ରିତ…

ବିନା ଭକ୍ତରେ ଧବଳେଶ୍ୱର ପୀଠରେ ବଡଓଷା, ରାତିରେ ଗଜଭୋଗ

କଟକ: ଆଜି ଧବଳେଶ୍ୱରଙ୍କ ପୀଠରେ ବଡ଼ଓଷା । କିରାତ ଅର୍ଜୁନ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ବାବା ଧବଳେଶ୍ୱର ବଡ଼ସିଂହାର ଓ ପରେ ନାଗା ବେଶ ଧାରଣ କରିବେ । ମଧ୍ୟରାତ୍ରିରେ ବାବାଙ୍କ ଠାରେ ଲାଗି ହେବ ଗଜଭୋଗ । ଏଥର କରୋନା ଯୋଗୁ ବିନା ଭକ୍ତରେ ପାଳିତ ହେଉଛି ମନ୍ଦିର ବଡ଼ଓଷା ।…

ପ୍ରଧାନମନ୍ତ୍ରୀଙ୍କ ଭ୍ୟାକସିନ୍ ଟୁର୍: ୩ଟି ସହର ଗସ୍ତ, ଟିକା ପ୍ରସ୍ତୁତିର କରିବେ ତଦାରଖ

ନୂଆଦିଲ୍ଲୀ: ଦେଶରେ କରୋନା ଟିକାର ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନିଟି ସହର ଗସ୍ତ କରିବେ । ଟିକା ବିକଶିତ କାମରେ ଲାଗିଥିବା ତିନିଟି କମ୍ପାନୀକୁ ଯିବେ ପ୍ରଧାନମନ୍ତ୍ରୀ । ଅହମ୍ମଦାବାଦରେ ଜାଇଡସ୍‌ ବାୟୋଟେକ୍‌ ପାର୍କ, ପୁନେର ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଓ…

ଦୁର୍ଘଟଣା ପରେ କଣ୍ଟେନରରେ ଲାଗିଲା ନିଆଁ

ଭଦ୍ରକ: ଭଦ୍ରକ ନୂଆ ବସଷ୍ଟାଣ୍ଟ ନିକଟରେ ଦୁର୍ଘଟଣା । ହୁ ହୁ ହୋଇ ଜଳିଗଲା ଗୋଟିଏ କଣ୍ଟେନର । ବୋଲେରୋକୁ ଧକ୍କା ଦେବା ପରେ କଣ୍ଟେନରରେ ନିଆଁ ଲାଗି ଯାଇଥିଲା । ଏହାର ଆଗ ଭାଗ ଜଳି ଯାଇଥିଲା । ଗତକାଲି ରାତିରେ ୧୬ ନମ୍ୱର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । କଣ୍ଟେନରଟି ମହାରାଷ୍ଟ୍ରରୁ…

ଜେଏସପିଏଲକୁ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସିଏସଆର ଇମ୍ପାକ୍ଟ ଆୱାର୍ଡ – ୨୦୨୦

ଭୁବନେଶ୍ୱର: ବ୍ରାଣ୍ଡ ଇଣ୍ଡିଆ ପକ୍ଷରୁ ଅନଲାଇନରେ ଆୟୋଜିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସିଏସଆର ଇମ୍ପାକ୍ଟ ଆୱାର୍ଡସ ୨୦୨୦ ରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ) ମୋଷ୍ଟ ଇନୋଭେଟିଭ୍ ପ୍ରୋଜେକ୍ଟ ଅଫ୍ ଦି ଇୟର ପୁରସ୍କାର ଜିତିଛି । ଜେଏସପିଏଲ ଏହାର ପ୍ରୋଜେକ୍ଟ ପାଇଁ 'ଆଶା- ଦ…

IFS ଅଭୟକାନ୍ତ ପାଠକଙ୍କ ଅମାପ ସମ୍ପତ୍ତିର ଖିଅ ଖୋଜିବ ୨୦ ଜଣିଆ ଏସ୍ଆଇଟି

ଭୁବନେଶ୍ୱର: ଆୟଠୁ ଅଧିକ ସମ୍ପତ୍ତି ଠୁଳ କରିବା ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ମହଙ୍ଗା ପଡ଼ିଛି । ଭିଜିଲାନ୍ସ ଗିରଫ ପରେ ଜେଲ ଯାଇଛନ୍ତି । ଚାକିରିରୁ ସସପେଣ୍ଡ ହୋଇଛନ୍ତି । କେଉଁ ସୂତ୍ରରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିଲେ ? ତାଙ୍କର ଅମାପ ସମ୍ପତ୍ତିର ଖୋଳତାଡ କରିବ ସ୍ୱତନ୍ତ୍ର…

ଝାରପଡ଼ା ଜେଲରେ ରାତି କାଟିଲେ ଆଇଏଫଏସ୍ ବାପା ଓ ସୌଖିନିଆ ପୁଅ

ଭୁବନେଶ୍ୱର: ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ନୂଆ ଠିକଣା ଭୁବନେଶ୍ୱର ଝାରପଡ଼ା ଜେଲ୍ । ବାପାଙ୍କ ସହ ପୁଅ ଆକାଶ ପାଠକ ବି ଜେଲରେ ରାତି କାଟିଛନ୍ତି । ହୋଟେଲ ତାଜ ସମେତ ଦେଶ ବିଦେଶର ହୋଟଲରେ ଅୟସ ଲାଇଫ ବିତାଉଥିବା ବାପା-ପୁଅ ଯୋଡ଼ି ଜେଲ ହାଓ୍ୱା ଖାଇଛନ୍ତି । ଗତକାଲି ସେମାନଙ୍କୁ ଝାରପଡ଼ା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୨୮-୧୧-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୨୮ ରିଖ ଶନିବାର ବିଛା ୧୩ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ଭୁକ୍ତ ଚତୁର୍ଦ୍ଦଶୀ ତିଥି ଦ୍ଵିଜା ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର:-…

ବୈଜୟନ୍ତ ପଣ୍ଡା କରୋନା ପଜିଟିଭ୍

ଭୁବନେଶ୍ୱର : ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । କରୋନାର କିଛି ଲକ୍ଷଣ ତାଙ୍କ ନିଟରେ ଦେଖାଯିବାରୁ ସେ ସ୍ୱାବ ଟେଷ୍ଟ କରିଥିଲେ । ପରୀକ୍ଷା ପରେ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଟ୍ୱିଟରେ…

ମହିଳା ହିଂସା ସମାଜ ପାଇଁ କଳଙ୍କ

ଗୋଟିଏ ମୁଦ୍ରାର ଦୁଇପାଶ୍ୱର୍କୁ ଦେଖିଲେ ମୁଦ୍ରାର ମୂଲ୍ୟ ବୁଝି ହୋଇଥାଏ। ଯଦି ତା’ର ଗୋଟିଏ ପାଶ୍ୱର୍ ଦେଖାନଯିବ ତା’ହେଲେ ସେଇ ମୁଦ୍ରାଟି ମୂଲ୍ୟହୀନ। ଏଠାରେ ଏଇ କଥା କହିବାର ତାତ୍ପର୍ଯ୍ୟ ଏୟା ଯେ, ସମାଜର ଦୁଇଟି ଅଙ୍ଗ ନାରୀ ଓ ପୁରୁଷ। ଯଦି ସେଥିରୁ ଜଣଙ୍କୁ ଆମେ ଅଣଦେଖା ବା ଅବହେଳା କରିବା…