ଡବଲ୍ ମର୍ଡର ଘଟଣାରେ ସିନ୍ ରିକ୍ରିଏଟ୍ କଲା ପୋଲିସ
ଝାରସୁଗୁଡା: ଏକ ଡବଲ୍ ମର୍ଡର ମାମଲାରେ ଛତିଶଗଡ ପୋଲିସର ଏକ ଟିମ୍ ବିଜେଡି ନେତା ତଥା ପୂର୍ବତନ ବିଧାୟକଙ୍କୁ ଗିରଫ କରିବା ପରେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ଧରିବା ଲାଗି ଛାନଭିନ୍ନ ଆରମ୍ଭ କରିଛି ।
ଛତିଶଗଡର ରାୟଗଡା ଜିଲ୍ଲାସ୍ଥିତ ସବାରୀ ପ୍ଲାଣ୍ଟ ନିକଟରେ ଏହି ଡବଲ୍ ମର୍ଡର…