ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ଲଗାତାର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଆମ୍ ଆଦମୀ ପାର୍ଟି (ଆପ)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ।
ମୁଖ୍ୟମନ୍ତ୍ରୀଙ୍କ ସମେତ ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନ, ଗୋପାଳ ରାୟ, କୈଳାଶ ଗହଲୋତ, ଇମ୍ରାନ ହୁସେନ ଓ ରାଜେନ୍ଦ୍ର ପାଲ ଗୌତମ…