ଆଜିଠୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା
ଭୁବନେଶ୍ୱର: ଆଜିଠାରୁ କେନ୍ଦ୍ରୀୟ ମାଧ୍ୟମିକ ବୋର୍ଡ(ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ୧୮ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଓ ୧୨ ଲକ୍ଷରୁ ଅଧିକ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି ।
ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ…