ନିର୍ଭୟା ଦୋଷୀ ବିନୟର ପିଟିସନ ଖାରଜ; ମାନସିକ ସ୍ତରରେ ଠିକ୍ ଅଛି କହିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ନିର୍ଭୟା ଦୁଷ୍କର୍ମ ଓ ଗଣହତ୍ୟା ମାମଲାର ଦୋଷୀ ବିନୟ ଶର୍ମାର ପିଟିସନ ଖାରଜ କରିଦେଇଛି । କୋର୍ଟ କହିଛି, ମେଡିକାଲ ରିପୋର୍ଟରେ ଦୋଷୀ ବିନୟ ଶର୍ମାର ମାନସିକ ଅବସ୍ଥା ଠିକ୍ ଅଛି । ସେ କେବଳ ଶାରୀରିକ ନୁହେଁ ମାନସିକ ସ୍ତରରେ ମଧ୍ୟ ସୁସ୍ଥ ଅଛି । ଜଷ୍ଟିସ ଆର…