ପଛୁଆ ବର୍ଗ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଜଷ୍ଟିସ୍ ରଘୁନାଥ ବିଶ୍ୱାଳ
ଭୁବନେଶ୍ୱର: ରାଜ୍ୟ ସରକାର ବୁଧବାର ଦିନ ପୂର୍ବତନ ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ୍ ରଘୁନାଥ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ ଗଠନ କରିଛନ୍ତି ।
ଜଷ୍ଟିସ୍ ବିଶ୍ୱାଳ ଏହାପୂର୍ବରୁ ୨୦୧୨ ନଭେମ୍ବରରୁ ୨୦୧୭ ମାର୍ଚ୍ଚ ମଧ୍ୟରେ ରାଜ୍ୟ ଖାଉଟି ବିବାଦ କମିଶନର…