Latest Odisha News

BREAKING NEWS

Yearly Archives

2020

ରାଉରକେଲାରେ ସ୍ଥାପିତ ହେବ ‘ଟୁଲ ରୁମ ଟ୍ରେନିଙ୍ଗ ସେଣ୍ଟର୍‌’

ଭୁବନେଶ୍ୱର: ରାଉରକେଲାରେ ଟୁଲ ରୁମ ଟ୍ରେନିଙ୍ଗ ସେଣ୍ଟର ଖୋଲିବାକୁ ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ସୂକ୍ଷ୍ମ, ଲଘୁ, ମଧ୍ୟମ ଉଦ୍ୟୋଗ ଏବଂ ମସô୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ସୂଚନା ଦେଇଛନ୍ତି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ…

୧୦୦ ପ୍ରତିଶତ ପ୍ରିମିୟମରେ ୟାଜଦାନୀକୁ ମିଳିଲା କାଲମଙ୍ଗ ଲୁହାପଥର, ମାଙ୍ଗାନିଜ୍ ଖଣି

ନୂଆଦିଲ୍ଲୀ: ଓଡିଶା ଖଣି ନିଲାମରେ ବୁଧବାର ଦିନ ୟାଜଦାନୀ ଇଣ୍ଟରନ୍ୟାସନାଲ୍ (ପି) ଲି.କୁ ୧୦୦ ପ୍ରତିଶତ ପ୍ରିମିୟମରେ କାଲମଙ୍ଗ ଲୁହାପଥର ଓ ମାଙ୍ଗାନିଜ୍ ଖଣି ମିଳିଛି । ୟାଜଦାନୀ ବ୍ୟତିତ ରୁଗଣ୍ଟା ମାଇନ୍ସ ଲି., ଲାଲ୍ ଟ୍ରେଡର୍ସ ଆଣ୍ଡ ଏଜେନ୍ସି ପ୍ରା., ଜେଭି ମାଇନ୍ସ ମିନେରାଲ୍ ଆଣ୍ଡ…

ବିଜେପି ଗ୍ରହଣ କଲାନି ମନୋଜଙ୍କ ଇସ୍ତଫା

ନୂଆଦିଲ୍ଲୀ: ଦିଲ୍ଲୀ ପରାଜୟ ପାଇଁ ନିଜକୁ ଦାୟୀ କରି ପ୍ରଦେଶ ଅଧ୍ୟକ୍ଷ ମନୋଜ ତିୱାରୀ ଇସ୍ତଫା ପ୍ରଦାନ କରିଥିଲେ ମଧ୍ୟ ତାହା ଗ୍ରହଣୀୟ ହୋଇ ନାହିଁ । ଗତ ନିର୍ବାଚନ ତୁଳନାରେ ଭୋଟ ଶେୟାର ଓ ସିଟ୍ ବଢ଼ିଛି । ତିୱାରୀ ତାଙ୍କ କାମ ନିଷ୍ଠାର ସହିତ କରିଛନ୍ତି ବୋଲି ହାଇକମାଣ୍ଡ ପକ୍ଷରୁ…

ଗୋଳନ୍ଥରା ହତ୍ୟାକାଣ୍ଡ !

ଜ୍ୟୋତି ପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ ଘଟଣା ସମସ୍ତେ ଜାଣିଛନ୍ତି । ପ୍ରସଙ୍ଗଟି ଆମ ସାମ୍ନାରେ ଘଟିଛି ଓ ବେଶ ତାଜା ଅଛି । ଗଂଜାମ ଜିଲ୍ଲାର ଗୋଳନ୍ଥରାରେ ବିଜୁଳି ତାର ଚଳନ୍ତା ବସରେ ଲାଗିଗଲା । କନିଆ ଘରକୁ ଯାଉଥିବା ୧୦ ଜଣ ନିରୀହ ମଣିଷ ବିଜୁଳି ତାର ଲାଗି…

ହୋମଗାର୍ଡ ଯବାନଙ୍କୁ ବାଇକରେ ୫୦୦ମିଟର ପର୍ଯ୍ୟନ୍ତ ଘୋଷାଡି ନେଲେ ଦୁର୍ବୃତ୍ତ, ଭିଡିଓ ଭାଇରାଲ

ଚଣ୍ଡିଗଡ଼: ହରିୟାଣାର ସୋନିପତ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି । ତିନି ଜଣ ଦୁର୍ବୃତ୍ତ ହୋମଗାର୍ଡ ଯବାନଙ୍କୁ ବାଇକରେ ୫୦୦ ମିଟର ପର୍ଯ୍ୟନ୍ତ ଘୋଷାଡି ଘୋଷାଡି ନେଇଛନ୍ତି । ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଜୟଦୀପ ନାମକ ହୋମଗାର୍ଡ ଯବାନ ସେମାବାର ଦିନ…

ରାମଚଣ୍ଡୀରେ ଏନ୍‌ଡିଆର୍‌ଏଫ୍‌ର ଦମ୍ ଦେଖିଲା ବିମଷ୍ଟେକ ରାଷ୍ଟ୍ର ସମୂହ

ପୁରୀ: ରାମଚଣ୍ଡିରେ ଦମ୍ ଦେଖାଇଲା ଏନ୍‌ଡିଆର୍‌ଏଫ୍ ଟିମ୍ । ଓଡ଼ିଶାରେ ଅନୁଷ୍ଠିତ ହୋଇଥିବା ବିମଷ୍ଟେକ୍ ରାଷ୍ଟ୍ର ସମୂହର ମକ୍‌ଡ୍ରିଲର ଆଜି ହେଉଛି ଦ୍ୱିତୀୟ ଦିନ । ଆଜିଠୁ କୋଣାର୍କ ରାମଚଣ୍ଡୀରେ ଦୁଇ ଦିନିଆ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଚଳିତ ବର୍ଷର ଥିମ୍ ରହିଛି ବିଶ୍ୱ ଐତିହ୍ୟ…

ଏସ୍‌ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରହ୍ମପୁର: ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ବ୍ରହ୍ମପୁର ଏସ୍‌ପି ଅଫିସ୍ ଆଗରେ ନିଜ ଦେହରେ କିରୋସିନ ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ତାଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଛି। ତାଙ୍କୁ ଚିକିତ୍ସା ଲାଗି ପ୍ରଥମେ ବ୍ରହ୍ମପୁର ବଡ଼…

କେଜ୍ରିୱାଲ ଜିତିବା ପରେ ଅଭିନେତ୍ରୀ ସ୍ୱରାଙ୍କ ଟ୍ୱିଇଟ୍‌, ଜାଣନ୍ତୁ କ’ଣ କହିଲେ

ମୁମ୍ବାଇ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆପ୍‌ର ବିପୁଳ ବିଜୟକୁ ନେଇ ବେଶ୍ ଖୁସି ଅଛନ୍ତି ବଲିଉଡ ଅଭିନେତ୍ରୀ ସ୍ୱରା ଭାସ୍କର । ସେ ଏନେଇ ଟ୍ୱିଇଟ୍ କରି ନିଜର ଖୁସି ବ୍ୟକ୍ତି କରିଛନ୍ତି । ଏଥିସହ କେଜ୍ରିୱାଲଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ‘ଦିଳ୍ଲୀ…

ମହଙ୍ଗା ହେଲା ରନ୍ଧନ ଗ୍ୟାସ; କେଉଁ ସହରରେ କେତେ ରହିଛି ଦର, ଜାଣନ୍ତୁ

ନୂଆଦିଲ୍ଲୀ: ରୋଷେଇ ଘରେ ପୁଣି ମହଙ୍ଗା ମାଡ଼। ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ଗ୍ରାହକଙ୍କୁ ଝଟକା। ଅଣସବସିଡି ଏଲପିଜି ଗ୍ୟାସ ବା ରନ୍ଧନ ଗ୍ୟାସ ଦର ୧୪୫ ଟଙ୍କା ବୃଦ୍ଧି ହୋଇଛି । Prices of non-subsidised 14 kg Indane gas in metros, applicable from today: In Delhi…

ମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା ପ୍ରକାଶ: ନବୀନ ସବୁଠୁ ଧନୀ

ଭୁବନେଶ୍ୱର: ଆସିଲା ମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା । ତାଲିକର ତଥ୍ୟ ଅନୁଯାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠୁ ଧନୀ । ସେହିପରି କ୍ରୀଡା ଓ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ରାଜ୍ୟର ସବୁଠୁ ଗରିବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ୨୦୧୮-୧୯ ଆର୍ଥିକ…