Latest Odisha News

BREAKING NEWS

Yearly Archives

2020

୩ ବର୍ଷ ଭିତରେ ହ୍ରାସ ଘଟିଛି ନକ୍ସଲ ହିଂସା ଘଟଣା: କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ: ୨୦୧୭ରୁ ୨୦୧୯ ପର୍ଯ୍ୟନ୍ତ ତିନି ବର୍ଷ ଧରି ଦେଶରେ କ୍ରମାଗତ ଭାବେ ନକ୍ସଲ ହିଂସା ଘଟଣା ହ୍ରାସ ପାଇଛି । ମଙ୍ଗଳବାର ଲୋକସଭାରେ ନକ୍ସଲ ହିଂସା ସକ୍ରାନ୍ତ ଏକ ପ୍ରଶ୍ନର ଲିଖିତ ଉତର ଦେଇ ଏହା କହିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଜି. କିଷନ ରେଡ୍ଡୀ ।…

ପ୍ରେମ ସପ୍ତାହରେ କ’ଣ ରହିଛି ହଗ୍ ଡେ’ ର ଗୁରୁତ୍ୱ, ଜାଣନ୍ତୁ…

ଭୁବନେଶ୍ୱର: ପ୍ରେମ ସପ୍ତାହ ଭାବେ ପାଳନ ହୁଏ ଫେବ୍ରୁଆରୀ ମାସର ୨ୟ ସପ୍ତାହ । ପ୍ରେମୀ ମାନଙ୍କ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ଏହି ସପ୍ତାହ । ନିଜ ସାଥୀଙ୍କ ସହ ଭିନ୍ନ ଭିନ୍ନ ଡେ ସେଲିବ୍ରେସନ କରି ମନରେ ଲୁଚି ରହିଥିବା ଭାବନାକୁ ପରସ୍ପର ସହ ଆଦାନପ୍ରଦାନ କରିଥାନ୍ତି । ଏହି ପ୍ରେମ…

ଧଉଳି-କଳିଙ୍ଗ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଓଡ଼ିଶୀ ଓ ସମରକଳା ନୃତ୍ୟରେ ଦର୍ଶକ ବିଭୋର

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀ ଓ ଆର୍ଟ ଭିଜନରର ମିଳିତ ଉଦ୍ୟମରେ ଆୟୋଜିତ ୧୬ତମ ଧଉଳି କଳିଙ୍ଗ ମହୋତ୍ସବର ମଙ୍ଗଳବାର ଥିଲା ଦ୍ୱିତୀୟ ସଂଧ୍ୟା । ଐତିହାସିକ ଧଉଳି ପାହାଡ଼ର ପାଦଦେଶ ଓଡ଼ିଶୀ ଓ ସମରକଳା ନୃତ୍ୟ ସଙ୍ଗୀତରେ ଥିଲା ଚଳଚଞ୍ଚଳ । ସଂଧ୍ୟାର ପ୍ରଥମ…

ଥମୁନି କରୋନା: ଚୀନରେ ୧୧୦୦ ଛୁଇଁଲା ମୃତ୍ୟୁ ସଂଖ୍ୟା

ବେଜିଂ: ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି ମାରାତ୍ମକ କରୋନା ଭାଇରସ । ଏହାର ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଏହି ମାରାତ୍ମକ ଭାଇରସ ଚୀନରେ ନେଲାଣି ୧୧ ୧୬ ମୁଣ୍ଡ । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, କରୋନା ଭାଇରସ୍ ପ୍ରଭାବରେ ଗତ ୨୪…

ଦେଖନ୍ତୁ ଭିଡ଼ିଓ: ଇନଷ୍ଟାଗ୍ରାମରେ ଭାଇରାଲ୍ ହେଉଛି ବିଦେଶୀ ତରୁଣୀଙ୍କ ଏହି କଷ୍ଟସାଧ୍ୟ ଯୋଗାସନ !

ନୂଆଦିଲ୍ଲୀ: ମହାନ ଭାରତୀୟ ସଂସ୍କୃତି ଓ ହିନ୍ଦୁ ପରମ୍ପରାରେ ଯୋଗକୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି ।  ଯୋଗମୁଦ୍ରା ଓ ଆସନକୁ ନେଇ ସମଗ୍ର ବିଶ୍ୱରେ ଏବେ ଗବେଷଣା ଚାଲିଥିବା ବେଳେ ସୋସିଆଲ୍ ମିଡ଼ିଆରେ ଜଣେ ବିଦେଶୀ ତରୁଣୀଙ୍କ କଷ୍ଟସାଧ୍ୟ ଯୋଗାସନ ଏବେ ଭାଇରାଲ୍ ହେବାରେ ଲାଗିଛି ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୨-୦୨-୨୦୨୦ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ  ମାସ ତା ୧୨ ରିଖ ବୁଧବାର  ମକର ୨୯  ଦିନ  ଫାଲଗୁନ   ମାସ କୃଷ୍ଣ  ପକ୍ଷ   ଚତୁର୍ଥୀ  ତିଥି  ଉତ୍ତରା ଫାଲଗୁନୀ ନକ୍ଷତ୍ର…

ମିଶ୍ରଣ ପରେ ବଦଳିବନି ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ନାମ !

ନୂଆଦିଲ୍ଲୀ: ସାର୍ବଜନିକ କ୍ଷେତ୍ରର ଦୁଇ ପ୍ରମୁଖ ବ୍ୟାଙ୍କ ଓରିଏଣ୍ଟାଲ ବ୍ୟାଙ୍କ ଅଫ କମର୍ସ (ଅବିସି) ଓ ୟୁନାଇଟେଡ଼ ବ୍ୟାଙ୍କ ଅଫ ଇଣ୍ଡିଆ (ୟୁବିଆଇ) ସହିତ ମିଶ୍ରଣ ପରେ ବଦଳିବ ନାହିଁ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ନାମ | ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଟ୍ୱିଟ କରି ସ୍ପଷ୍ଟ କରିଛି। କିଛି…

ଟ୍ୱିନସିଟିରେ ବୁଧବାର କେଉଁ ସବୁ ଅଞ୍ଚଳରେ ବିଦ୍ୟୁତକାଟ ହେବ ଜାଣନ୍ତୁ…

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ବୁଧବାର ଦିନ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ କରାଯାଉଥିବା ଜଣାପଡିଛି । ଜାଣନ୍ତୁ,…

ଓଡିଶା ଖଣି ଆବଣ୍ଟନ ପ୍ରକ୍ରିୟା: ଆଜି ନଦୀଡିହ ଖଣିର ନିଲାମ

ନୂଆଦିଲ୍ଲୀ: ଓଡିଶା ଖଣି ନିଲାମରେ ସୁନ୍ଦରଗଡସ୍ଥିତ ନଦୀଡିହ ଲୁହାପଥର ଓ ମାଙ୍ଗାନିଜ ଖଣିର ନିଲାମ ମଙ୍ଗଳବାର ଦିନ ଆରମ୍ଭ ହୋଇଛି । ୧୫.୦୬ ମେଟ୍ରିକ୍ ଟନ୍ ଲୁହା ଓ ୦.୦୫୯ ଏମଟି ଟନ୍ ମାଙ୍ଗାନିଜ ସହ କମ୍ପୋଜିଟ୍ ବ୍ଲକର ପଟ୍ଟା ବର୍ତ୍ତମାନ ସମୟରେ ଫିଗ୍ରେଡ୍ ଓ କୋଡର୍ନ ଲି. ପାଖରେ ରହିଛି ।…

ପୂର୍ବତନ ଓଡିଶା ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ଦେହାନ୍ତ

କଟକ: ପୂର୍ବତନ ଓଡିଶା ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ବିଜୁ ପଟ୍ଟନାୟକ ଛକ ସ୍ଥିତ ବାସଭବନରେ ମଙ୍ଗଳବାର ଦିନ ୧ଟା ବେଳେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା ଏବଂ ତାଙ୍କର ଶେଷ ଶଯ୍ୟା ନିକଟରେ ଧର୍ମପତ୍ନୀ କୃଷ୍ଣା, ପୁଅ ସତ୍ୟବ୍ରତ, ସୁବ୍ରତ ଏବଂ ଝିଅ…