କୋରାପୁଟରୁ ପୁଣି ଜବତ ହେଲା ୨୧୧ କେଜିର ଗଞ୍ଜେଇ : ଜଣେ ଗିରଫ
ସୁନାବେଡ଼ା: ଗଞ୍ଜେଇ ଭଳି ନିଶା ଦ୍ରବ୍ୟ ଧରପଗଡ଼ରେ ତତ୍ପରତା ଦେଖାଇଛି ପୋଲିସ ବିଭାଗ। ପ୍ରତିଦିନ ପ୍ରାୟ ଗଞ୍ଜେଇ ଜବତ ଖବର ଆସୁଥିବା ବେଳେ କୋରାପୁଟ ଜିଲ୍ଲାର ସୁନାବେଡା ଅଞ୍ଚଳରୁ ଜବତ ହୋଇଛି ପ୍ରାୟ ୨୧୧ କେଜି ଗଞ୍ଜେଇ।
ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇସୁନାବେଡ଼ା ପୁଲିସ୍ ପନ୍ଥିକା…