ରକ୍ତହୀନତାର ଶିକାର ଭାରତ…
ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର...
ଆମ ଦେଶରେ ମହିଳାଙ୍କ କ୍ଷେତ୍ରରେ ରକ୍ତହୀନତା ସଂପ୍ରତି ଏକ ନୀରବ ଘାତକ ଭାବେ ଉଭା ହୋଇଛି । ରକ୍ତହୀନତା ଆମ ଦେଶର ମହିଳା ମାନଙ୍କର ସ୍ୱାସ୍ଥ୍ୟ କ୍ଷେତ୍ରରେ ସବୁଠୁ ବଡ଼ ସମସ୍ୟା । ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ରକ୍ତହୀନତାର ବିପଦ…