ରେଳ ବଜେଟ୍ ୨୦୨୦: ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡିଶାର ଭିତ୍ତିଭୂମିର ବିକାଶ ପାଇଁ ଚଳିତ ୨୦୨୦-୨୧ ଆର୍ଥିକ ବର୍ଷରେ କେନ୍ଦ୍ର ରେଳ ବଜେଟରେ ଓଡିଶାକୁ ୪ହଜାର ୩୭୩ କୋଟି ଟଙ୍କା ଅନୁଦାନ ମିଳିଛି । ତେବେ ଏ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି…