ଆଇଏଏସ୍ ବିଜୟ କେତନଙ୍କୁ ମିଳିଲା ଜାମିନ
ଭୁବନେଶ୍ବର : ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଲା ଜାମିନ । ୧ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିବା ଆଇଏଏସ୍ ବିଜୟ କେତନଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଉଦ୍ୟାନ…