ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା
ଲକ୍ଷ୍ନୌ: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଚାଂଚଲ୍ୟ । ବିଚ୍ ରାସ୍ତାରେ ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା କରାଯାଇଛି । ରବିବାର ସକାଳେ ମର୍ଣ୍ଣିଂୱାକରେ ଯାଇଥିବା ବେଳେ ବାଇକ୍ରେ ଆସି ଦୁଇ ଦୁର୍ବୃତ ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷ ରଣଜୀତ ବଚ୍ଚନଙ୍କୁ ଗୁଳି କରି…