ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୨୯-୦୧-୨୦୨୦ ବୁଧବାର
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର
ମୋବାଇଲ: 9437225434
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଜାନୁୟାରୀ ତା ୨୯ ରିଖ ବୁଧବାର ମକର ୧୫ ଦିନ ମାଘମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ପୂର୍ବଭାଦ୍ରପଦ ନକ୍ଷତ୍ର ଦିନ ୧୨ଟା ୪୯ ମିନିଟ୍…