ଟି-୨୦ରେ ୨୦୦ ରନ୍ ଚେଜ୍ କରି ନୂଆ ରେକର୍ଡ଼ କଲା ଭାରତ !
ଅକଲାଣ୍ଡ: ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ୧-୦ର ଅଗ୍ରଣୀ ହାସଲ କରିଛି । ଏହି ମ୍ୟାଚରେ ଭାରତ ୨୦୦ରୁ ଊର୍ଦ୍ଧ୍ୱ ରନ ଚେଜ୍ ୪ର୍ଥ ଥର ପାଇଁ କରି ରେକର୍ଡ କରିଛି ।
ଅଷ୍ଟ୍ରେଲିଆ ୨ଥର ଏବଂ ଦକ୍ଷିଣ ଆଫ୍ରିକା, ନ୍ୟୁଜିଲାଣ୍ଡ, ୱେଷ୍ଟଇଣ୍ଡିଜ, ନ୍ୟୁଜିଲାଣ୍ଡ,…