ଭୁବନେଶ୍ୱରରେ ଉଦଘାଟିତ ହେଲା ଦେଶର ପ୍ରଥମ ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ ପ୍ଲାଣ୍ଟ
ଭୁବନେଶ୍ୱର: ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଲା ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ। ପଲିକ୍ରାକ ବୈଷୟିକ ଓ ପ୍ରଯୁକ୍ତି ପ୍ରଣାଳୀ ବ୍ୟବହୃତ । ଭିତ୍ତିପ୍ରସ୍ତର ଠାରୁ କାର୍ଯ୍ୟକ୍ଷମ…