ଭାରତୀୟ ମୁକ୍ତି ସଂଗ୍ରାମର ସେନାପତି ବୀର ସୁରେନ୍ଦ୍ର ସାଏଙ୍କ ସଂଗ୍ରାମୀ ଜୀବନର କିଛି ଅକୁହା କାହାଣୀ ସମ୍ପର୍କରେ…
ଭୁବନେଶ୍ୱର: ବୀର ସୁରେନ୍ଦ୍ର ସାଏ ଥିଲେ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ ସେ ।
ତାଙ୍କ ୭୫ ବର୍ଷ ଜୀବନ କାଳ ମଧ୍ୟରୁ ୩୬…