ନାରୀ ନିର୍ଯ୍ୟାତନା ବିରୁଦ୍ଧରେ ୪ର୍ଥ ସର୍ବଭାରତୀୟ ମହିଳା ସମ୍ମିଳନୀ ଉଦଘାଟିତ
ଭୁବନେଶ୍ୱର: ଅଲ ଲଣ୍ଡିଆ ମହିଳା ସାଂସ୍କୃତିକ ସଙ୍ଗଠନ ପକ୍ଷରୁ କଲିକତାର ରାମଲିଲା ପାର୍କ ଠାରେ ବିଶାଳ ୪ର୍ଥ ସର୍ବଭାରତୀୟ ମହିଳା ସମ୍ମିଳନୀ ମଙ୍ଗଳବାର ଦିନ ପ୍ରକାଶ୍ୟ ଅଧିବେଶନ ମଧ୍ୟଦେଇ ଉଦଘାଟିତ ହୋଇ ଯାଇଛି ।
ଭାରତବର୍ଷର ବିଶିଷ୍ଟ ନାରୀ ନେତ୍ରୀ ମେଧା ପାଟକର ଏହି ସମ୍ମିଳନୀକୁ ଉଦଘାଟନ…