Latest Odisha News

BREAKING NEWS

Yearly Archives

2020

କୁହୁଡି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ: କିପରି ରହିବେ ସତର୍କ ଜାଣନ୍ତୁ…

ଭୁବନେଶ୍ୱର: ଦେଶ ତଥା ରାଜ୍ୟରେ ଥଣ୍ଡା ଯେତେ ଯେତେ ବଢ଼ୁଛି ସେହି ଅନୁପାତରେ କୁହୁଡ଼ି ମଧ୍ୟ ଚାରିଦିଗକୁ ଆଚ୍ଛାଦିତ କରି ରଖୁଛି। କୁହୁଡ଼ି ଯୋଗୁଁ ୧୧ ଟି ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୁହୁଡ଼ି ଯୋଗୁଁ ଦେଖା ଯାଉଥିବା ବିଶେଷ ସମସ୍ୟା…

ଆଗାମୀ ୩ ଦିନରେ ଓଡିଶାର ଏହିସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ ଓ ଅନୁଗୁଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା…

ନୟାଗଡରେ ବିଚାରାଧୀନ କଏଦୀର ମୃତ୍ୟୁ

ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଅନ୍ତର୍ଗତ ଏକ ସରକାରୀ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳେ ଜଣେ ବିଚାରାଧିନ କଏଦୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ନାମ କୃଷ୍ଣ ପାତ୍ର ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ଗତ ୨ ମାସ ପୂର୍ବେ କୃଷ୍ଣ ଓ ତା’ର ସ୍ତ୍ରୀ ଜଣେ…

ଥାନାବାବୁଙ୍କ ଅଜବ ସମାଧାନ; ୩ ଦିନ ପାଳି କରି ୨ ପତ୍ନୀଙ୍କ ପାଖରେ ରହିବେ ସ୍ୱାମୀ !

ରାଞ୍ଚି: ରାଞ୍ଚି ସ୍ଥାନୀୟ ସଦର ଥାନାରେ ଏକ ଅଜବ ସମାଧାନ ହୋଇଛି । ସାଧାରଣ ବ୍ୟକ୍ତି ଗୋଟିଏ ସ୍ତ୍ରୀକୁ ଚଳାଇବାରେ ନାକେଦମ ହେଉଥିବା ବେଳେ ଏହି ଘଟଣାରେ ୨ଟି ସ୍ତ୍ରୀ ସାମିଲ । ସବୁଠାରୁ ବଡ କଥା ଉଭୟ ସ୍ୱାମୀଙ୍କ ପାଖରେ ରହିବାକୁ ରାଜି । ଏହି ବ୍ୟକ୍ତିଙ୍କ ନାମ ହେଲା ରାଜେଶ । ତାଙ୍କର ୨ଟି…

ଦିଲ୍ଳୀ ପାଇଁ କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା: ଚାନ୍ଦିନୀଚୌକରୁ ଅଳକାଙ୍କୁ ଟିକେଟ୍‌

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଜାରି ହେଲା କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା । ଦଳ ପ୍ରଥମ ପର୍ଯ୍ୟାୟରେ ୫୪ଟି ଆସନ ପାଇଁ ପାର୍ଥୀଙ୍କ ନାଁ ଘୋଷଣା କରିଛି । ଦିଲ୍ଲୀ ଚାନ୍ଦନୀଚୌକରୁ ଆମ ଆଦମୀ ପାର୍ଟିର ପୂର୍ବତନ ବିଧାୟିକାଙ୍କୁ ଏଥର ଟିକେଟ ଦେଇଛି କଂଗ୍ରେସ । ଏହି ଆସନରୁ…

ଡଃ ସୁନନ୍ଦା ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ପ୍ରଖ୍ୟାତ ସଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ବିୟୋଗରେ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ନିଜର ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ସୁନନ୍ଦା ପଟ୍ଟନାୟକଙ୍କୁ ଭାରତୀୟ ସଙ୍ଗୀତ ଜଗତର ମହାନ ବିଭୂତି ଭାବରେ ବର୍ଣ୍ଣନା…

ପିଲାଙ୍କ ସ୍ମରଣଶକ୍ତି ବୃଦ୍ଧି କରେ କାର୍ଟୁନ ବହି !

ଭୁବନେଶ୍ୱର: ଛୋଟପିଲାଙ୍କ ମନ ଭାରି ଚଞ୍ଚଳ ହୋଇଥାଏ । କୌଣସି ଏକ ବସ୍ତୁରେ ତାଙ୍କ ମନକୁ ଲଗାଇ ରଖିବା କାଠିକର କଥା ହୋଇଥାଏ । ସବୁ ଅଭିଭାବକଙ୍କ ଇଛା ତାଙ୍କ ପିଲା ଛୋଟ ବେଳୁ ହିଁ ଖେଳକୁଦ ସାଙ୍ଗରେ ପାଠପଢାରେ ବି ପାରଙ୍ଗମ ହେଉ । ଏଥିପାଇଁ ପିଲାର ସ୍ମୃତିଶକ୍ତି ପ୍ରଖର ହେବ ନିତ୍ୟାନ୍ତ…

ଏହିଭଳି ନିଅନ୍ତୁ ଉଲେନ କପଡ଼ାର ଯତ୍ନ…

ଭୁବନେଶ୍ୱର: ଶୀତ ଦାଉରୁ ରକ୍ଷାପାଇବା ପାଇଁ ଶୀତଦିନେ ଆମେ ଭଳିକି ଭଳି ଉଲେନ୍‌ କପଡ଼ାର ବ୍ୟବହାର କରିଥାଉ । ଅନ୍ୟ ଶୀତବସ୍ତ୍ର ତୁଳନାରେ ନା କେବଳ ଏହା ଆରାମଦାୟକ ବରଂ ଏହା ବେଶ୍‌ ଆକର୍ଷଣୀୟ ଏବଂ ଷ୍ଟାଇଲିସ୍‌ ଲୁକ୍‌ ମଧ୍ୟ ଦେଇଥାଏ। ତେବେ ସଠିକ ଭାବେ ଏହିସବୁ ଏହି ଉଲେନ୍‌ କପଡ଼ାର ଯତ୍ନ…

ଯାଜପୁରର ଏହି ଚାଷୀ ମୋବାଇଲରୁ ପାଇଲେ ପରାମର୍ଶ; କିପରି ପ୍ରଚୁର ଧାନ ଅମଳ କଲେ ଜାଣନ୍ତୁ…

ଯାଜପୁର: ଏହା ହେଉଛି ହାଇ-ଟେକର ଯୁଗ । ଯଦି ହାଇ-ଟେକ୍ ଦ୍ୱାରା ସବୁକିଛି ସମ୍ଭବ ହୋଇପାରୁଛି ତେବେ କୃଷିକ୍ଷେତ୍ରରେ ଏହି ହାଇ-ଟେକ୍ ପଦ୍ଧତି କାହିଁକି ଉପଯୋଗ ହୋଇ ନ’ପାରିବ? ଆଜିକାଲି ବର୍ଷର୍ା, ବନ୍ୟା ଏପରିକି ପାଣିପାଗ ପରିସ୍ଥିତି ଚାଷ କାର୍ଯରେ ଅନେକ ବାଧା ସୃଷ୍ଟି କରିବା ଦେଖାଯାଉଛି ।…

ରାହୁଲ ଗାନ୍ଧୀ ହାଜିର ହୋ’.. ରାଞ୍ଚି କୋର୍ଟରୁ ରାହୁଲଙ୍କୁ ଡାକରା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚୋର ବୋଲି ଟିପ୍ପଣି ଦେବା ରାହୁଲ ଗାନ୍ଧୀଙ୍କୁ ମହଙ୍ଗା ପଡିଛି । ବ୍ୟକ୍ତିଗତ ଭାବେ ହାଜର ହେବାକୁ ରାଞ୍ଚି ସିଭିଲ କୋର୍ଟ କଂଗ୍ରେସ ଉପାଧ୍ୟକ୍ଷଙ୍କୁ ସମନ କରିଛି । ଫେବୃଆରୀ ୨୨ ପୂର୍ବରୁ କୋର୍ଟରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି…